Latest Odisha News

BREAKING NEWS

ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ୫ ଜିଲ୍ଲାକୁ ହାଇଆଲର୍ଟ, ୪ ଜିଲ୍ଲାରେ ସ୍କୁଲ୍‌ ଛୁଟି ଘୋଷଣା

ଭୁବନେଶ୍ବର: ରାଜ୍ୟରେ ବେହାଲ କରିଛି ଲଗାଣ ବର୍ଷା। ଲଗାଣ ବର୍ଷା ଏବଂ ମହାନଦୀର ଉପରମୁଣ୍ଡ ଅଞ୍ଚଳରୁ ବଢ଼ିଥିବା ଜଳପ୍ରବାହ ଯୋଗୁଁ ତଳିଆ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ରାଜ୍ୟର ୪ଟି ଜିଲ୍ଲାରେ ସ୍କୁଲ୍‌ ଛୁଟି ଘୋଷଣା…

ସଂସଦରେ ଆଣ୍ଟି ପେପର୍ ଲିକ୍ ବିଲ୍ ପାସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

ଭୁବନେଶ୍ୱର: ସଂସଦରେ ଆଣ୍ଟି ପେପର୍ ଲିକ୍ ବିଲ୍ ପାସକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି। ଆଉ ଏକ ଇନ୍‌ଷ୍ଟା ଭିଡିଓ କରି ସଂଶୋଧନ ନିୟମକୁ ପ୍ରଶଂସା କଲେ। ମୋଦି କହିଲେ, ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ କରାଯାଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି। ପରୀକ୍ଷା ବ୍ୟବସ୍ଥାକୁ ଆହୁରି ଶକ୍ତିଶାଳୀ…

ମହାନଦୀରେ ମାଡ଼ି ଆସୁଛି ବନ୍ୟା: ସ୍ଥିତି ଗମ୍ଭୀର, ମୁଣ୍ଡଳୀରେ ପହଞ୍ଚିପାରେ ୯.୫ ଲକ୍ଷ କ୍ୟୁସେକ୍ ଜଳ

ଭୁବନେଶ୍ୱର: ଲଗାଣ ବର୍ଷାରେ ବେହାଲ ଓଡିଶା। ପାଣି ଘେରରେ ଶହ ଶହ ଗାଁ। ଉପରମୁଣ୍ଡ ଅଞ୍ଚଳରେ ଲଗାଣ ବର୍ଷା ପରେ ଉତ୍ତର ଓଡ଼ିଶାର ବନ୍ୟା ପରିସ୍ଥିତି ଜଟିଳ ହୋଇପଡ଼ିଛି। ବୈତରଣୀ, ବୁଢ଼ାବଳଙ୍ଗ ଓ ସାଳନ୍ଦୀ ନଦୀର ଜଳସ୍ତର ବଢ଼ିବା ସହ ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ଅନ୍ୟପଟେ ମହାନଦୀରେ ମାଡ଼ି…

ରାଜ୍ୟରେ ଗମ୍ଭୀର ବନ୍ୟା ପରିସ୍ଥିତିକୁ ମୁକାବିଲା କରିବାରେ ବିଫଳ ରାଜ୍ୟ ସରକାର: ନବୀନ

ଭୁବନେଶ୍ଵର: ବନ୍ୟାରେ ରାଜ୍ୟ ଉବୁଟୁବୁ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଥିବାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସେ କହିଛନ୍ତି, ବନ୍ୟା କାରଣରୁ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି । ହେଲେ ରାଜ୍ୟ ସରକାର ବନ୍ୟା ପରିସ୍ଥିତିକୁ ମୁକାବିଲା…

ଶ୍ରୀଲଙ୍କା ଗସ୍ତ କରିବ ଟିମ୍ ଇଣ୍ଡିଆ: ଅଗଷ୍ଟ ୧୫ରୁ ଖେଳାଯିବ ୨ଟି ଟେଷ୍ଟ

କଲମ୍ବୋ: ଭାରତୀୟ କ୍ରିକେଟ୍ ଦଳ ଆଉ ଥରେ ଶ୍ରୀଲଙ୍କା ମାଟିରେ ଟେଷ୍ଟ କ୍ରିକେଟ୍ ଖେଳିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ୧୫ରୁ ୨୭ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍ ଖେଳାଯିବ । ଏହି ସିରିଜ କେବଳ ଦ୍ୱିପାକ୍ଷିକ ସିରିଜ୍ ମଧ୍ୟରେ ସୀମିତ ନୁହେଁ, ବରଂ…

ଅପହଞ୍ଚ ଇଲାକାର ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରୁଛି ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଅପହଞ୍ଚ ଇଲାକାରେ ଲୋକଙ୍କ ପାଇଁ ଦେବଦୂତ ସାଜୁଛି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏସ୍ଓଡିଏଲ୍) । ଘରେ ଘରେ ପହଞ୍ଚାଉଛି ସ୍ୱାସ୍ଥ୍ୟସେବା । ଟିପିଏସ୍ଓଡିଏଲ୍, ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ତରଫରୁ ଓଡ଼ିଶାର ସ୍ୱାସ୍ଥ୍ୟ ସେବାକୁ ଆହୁରି…

ସହରାଞ୍ଚଳରେ ତୁରନ୍ତ ଜଳ ନିଷ୍କାସନ ଓ ରିଲିଫ୍ କାର୍ଯ୍ୟ ପାଇଁ ନଗର ଉନ୍ନୟନ ବିଭାଗ ସମ୍ପୂର୍ଣ୍ଣ ଆଲର୍ଟ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଅଞ୍ଚଳରେ, ବିଶେଷକରି ଉତ୍ତର ଓଡ଼ିଶା ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ଓ ଜଳ ବନ୍ଦି ସ୍ଥିତିର ମୁକାବିଲା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବ୍ୟାପକ ଓ ତୁରନ୍ତ ପଦକ୍ଷେପ ଗ୍ରହଣ…

ତେଲ ନଦୀରେ ବନ୍ୟା: ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ଜଣଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବନ୍ୟା ଜଳରେ ଫସିଥିବା ଲୋକଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ । ନିଜେ ଲାଇଫ୍ ଜ୍ୟାକେଟ୍ ପିନ୍ଧି କେସିଙ୍ଗା ସ୍ଥିତ ବେଲଖଣ୍ଡି ଶିବ ମନ୍ଦିରରୁ ବନ୍ୟା ୧୫ ଜଣଙ୍କୁ ଉଦ୍ଧାର କରିଛନ୍ତି କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ…

ବୟସ ଜାଲିଆତି ରୋକିବାକୁ ବିସିସିଆଇର ବଡ଼ ପଦକ୍ଷେପ: ଯାଞ୍ଚ କରିବ ସ୍ୱତନ୍ତ୍ର ଏଜେନ୍ସି

ନୂଆଦିଲ୍ଲୀ: କ୍ରୀଡ଼ା ଜଗତରେ ବୟସ କମାଇ ଜାଲିଆତି କରିବା କୌଣସି ନୂଆ କଥା ନୁହେଁ  । ଭାରତୀୟ କ୍ରିକେଟରେ ମଧ୍ୟ ପୂର୍ବରୁ ରସିଖ ସଲାମ୍, ପ୍ରିନ୍ସ ଯାଦବ, ମନଜୋତ କାଲରା ଏବଂ ନୀତିଶ ରାଣାଙ୍କ ଭଳି ଅନେକ ଖେଳାଳି ବୟସ ଜାଲିଆତି ମାମଲାରେ ଫସିଛନ୍ତି । ତେବେ ଏହି ଜାଲିଆତିକୁ ସମ୍ପୂର୍ଣ୍ଣ ରୂପେ…

ରୁଟ ଇଂଲଣ୍ଡ ଟେଷ୍ଟ ଦଳର ନୂଆ ଅଧିନାୟକ, ଫ୍ଲେମିଂ ହେଲେ କୋଚ

ଲଣ୍ଡନ: ଇଂଲଣ୍ଡ କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଜୋ ରୁଟ୍‌ଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର ନୂଆ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି । ସେ ନିକଟରେ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ବେନ୍ ଷ୍ଟୋକ୍ସଙ୍କ ସ୍ଥାନ ନେବେ । ଏହା ସହିତ…