Odisha Budget 2026-27: ଏହି ଦିନରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ, ୨୦ରେ ବଜେଟ୍ ଉପସ୍ଥାପନ
ଭୁବନେଶ୍ୱର: ଆସନ୍ତା ଫେବ୍ରୁଆରୀ ୧୭ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଦୁଇଟି ପର୍ଯ୍ୟାୟରେ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ଏପ୍ରିଲ ୮ ତାରିଖ ଯାଏଁ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ…