Latest Odisha News

BREAKING NEWS

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ରାଜ୍ୟପାଳ

ଭୁବନେଶ୍ୱର: ଇଣ୍ଡିଆନ ଆଇଡଲ ସିଜନ-୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ । ସଙ୍ଗୀତ କ୍ଷେତ୍ରରେ ପ୍ରଦର୍ଶିତ ଉଲ୍ଲେଖନୀୟ ସଫଳତା ପାଇଁ ବୁଧବାର ଲୋକ ଭବନରେ ଜ୍ୟୋତିର୍ମୟୀଙ୍କୁ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ସମ୍ବର୍ଦ୍ଧିତ କରିଛନ୍ତି । ରାଜ୍ୟପାଳଙ୍କଠାରୁ…

ରାଜ୍ୟସଭାରେ ଉତ୍ତେଜନା ସୃଷ୍ଟି କଲା ଖଡଗେଙ୍କ ଏପରି ମନ୍ତବ୍ୟ.. ରେକର୍ଡରୁ ମଧ୍ୟ ହଟାଇ ଦିଆଗଲା

ନୂଆଦିଲ୍ଲୀ: ପେପର ଲିକ୍ ବିରୋଧୀ ବିଲ୍ ଉପରେ ଆଲୋଚନା ସମୟରେ, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ମନୁସ୍ମୃତି ଉପରେ ମନ୍ତବ୍ୟ ଦେଇଥିଲା, ଯାହା ରାଜ୍ୟସଭାରେ ହଙ୍ଗାମା ସୃଷ୍ଟି କରିଥିଲା। ବିଜେପି ଖଡଗେଙ୍କ ଏହି ମନ୍ତବ୍ୟ ଉପରେ ଆପତ୍ତି କରିଥିଲା। ଅଧ୍ୟକ୍ଷ ଖଡଗେ ଏପରି ମନ୍ତବ୍ୟ ଦେବା…

Koida Tragedy: କୋମଳମତି ଶିଶୁଙ୍କର ଦୁଃଖଦ ମୃତ୍ୟୁ; ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ିଗଲେ ଦୁଇ ଭାଇ ଭଉଣୀ

କୋଇଡା: ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡି ଦୁଇ ନିଷ୍ପାପ ଶିଶୁଙ୍କ ଜୀବନ ଚାଲିଯାଇଛି । ଏଭଳି ଏକ ଅତ୍ୟନ୍ତ ହୃଦୟବିଦାରକ ଓ ଅଭାବନୀୟ ଘଟଣା ଘଟଣା ଘଟିଛି କୋଇଡ଼ା ଥାନା ଅନ୍ତର୍ଗତ କାଦଡିହା ଗ୍ରାମରେ। ମୃତ ଦୁଇ ଶିଶୁ ହେଲେ ଗ୍ରାମର ଶମ୍ଭୁ ଭୂମିଜଙ୍କ ୫ ବର୍ଷର ଝିଅ ପ୍ରିୟା ଭୂମିଜ ଓ ୩…

ଆସନ୍ତା ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦ ସମାଧାନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦୀର୍ଘ ଦିନରୁ ଚାଲି ଆସୁଥିବା ମହାନଦୀ ଜଳ ବଣ୍ଟନ ଓ ପରିଚାଳନାକୁ ନେଇ ବଡ ଅପଡେଟ୍ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଆସନ୍ତା ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ନେଇ ଲକ୍ଷ୍ୟ ରଖାଯାଇଛି । ମୁଖ୍ୟମନ୍ତ୍ରୀଙ୍କ କହିବାନୁସାରେ, ଆସନ୍ତା ୩…

ସିଂହନାଥ ଓ ଭଟ୍ଟାରିକା ପୀଠରେ BNS ୧୬୩ ଲାଗୁ

ଆଠଗଡ:କଟକ ଜିଲ୍ଲା ବଡ଼ମ୍ବାରେ ମଧ୍ୟ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଛି । ଲଗାଣ ବର୍ଷା ଯୋଗୁଁ ମହାନଦୀରେ ବଢ଼ିଥିବା ଜଳସ୍ତରର ପ୍ରଭାବରେ ବିଭିନ୍ନ ତଳି ଅଞ୍ଚଳରେ ପାଣି ପଶିଛି । ବଡ଼ମ୍ବା ଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ଗର୍ଭଗୃହରେ ୫ ଫୁଟର ବନ୍ୟାଜଳ ପଶିଥିଲା ।…

ଲାଞ୍ଚ ମାମଲାରେ ପୂର୍ବତନ ଏଏସ୍‌ଆଇଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡ

ଯାଜପୁର: ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଯାଜପୁର ଜିଲ୍ଲା ଜେନାପୁର ଥାନାରେ କାମ କରିଥିବା ପୂର୍ବତନ ଏଏସ୍‌ଆଇ ଅମୀୟ କୁମାର ବେହେରା । ଆଜି ସ୍ବତନ୍ତ୍ର ଦୁର୍ନୀତି ନିବାରଣ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଦଣ୍ଡବିଧାନ କରିଛନ୍ତି । କୋର୍ଟଙ୍କ ରାୟ ପରେ ଅମୀୟଙ୍କୁ…

ମୁସଲିମ ଛାତ୍ରଙ୍କୁ ପଛରେ ପକାଇ ଦେଇଛନ୍ତି ମୁସଲିମ ଛାତ୍ରୀ: ୫ ବର୍ଷ ମଧ୍ୟରେ କେତେ ପରିବର୍ତ୍ତନ ହୋଇଛି ଭାରତର ଶିକ୍ଷା…

ନୂଆଦିଲ୍ଲୀ: ଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଶିକ୍ଷା ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠେ। ମୁସଲିମ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଛାଡିବା ହାର ଏବଂ ଉଚ୍ଚଶିକ୍ଷାରେ ଅଂଶଗ୍ରହଣ ଏକ ସାଧାରଣ ବିତର୍କର ବିଷୟ ହୋଇଆସିଛି। ଜୁଲାଇ ୨୯ ତାରିଖରେ ସଂସଦରେ ଏକ ପ୍ରଶ୍ନର ଉତ୍ତରରେ ସରକାର ସଂଖ୍ୟାଲଘୁ ଛାତ୍ର…

ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ, ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ

ଭୁବନେଶ୍ୱର: ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଲାଗି ରହିଛି । ଅଧିକାଂଶ ଜିଲ୍ଲା ଏହା ଦ୍ବାରା ପ୍ରଭାବିତ ହୋଇଛି । ଏହି ପ୍ରରିପେକ୍ଷିରେ ଆଜି ଆକାଶମାର୍ଗରୁ ହେଲିକପ୍ଟର ଯୋଗେ ବନ୍ୟା ପରିସ୍ଥିତି ସମୀକ୍ଷୀ କରିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ । ସେ…

କମନୱେଲଥ ଗେମ୍ସ ୨୦୨୬:  ଜାଭେଲିନ୍ ଥ୍ରୋ ଫାଇନାଲରେ ଭାରତର ତିନି ଆଥଲେଟ

ଗ୍ଲାସଗୋ: କମନୱେଲଥ ଗେମ୍ସ ୨୦୨୬ରୁ ଭାରତ ପାଇଁ ଜାଭେଲିନ୍ ଥ୍ରୋରେ  ଖୁସିର ଖବର ଆସିଛି । ଦୀର୍ଘ ଦିନ ପରେ କମନୱେଲଥ ଗେମ୍ସକୁ ପ୍ରତ୍ୟାବର୍ତ୍ତନ କରିଥିବା ଭାରତର ତାରକା ଖେଳାଳି ନୀରଜ ଚୋପ୍ରା ପୁରୁଷ ଜାଭେଲିନ୍ ଥ୍ରୋ’ର ଫାଇନାଲରେ ନିଜର ସ୍ଥାନ ପକ୍କା କରିଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ…

Kesinga SDPO:କେସିଙ୍ଗା ଏସଡିପିଓଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍‌;୧୫ ଦିନ ମଧ୍ୟରେ ରିପୋର୍ଟ ତଲବ…

ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲା ନର୍ଲ୍ଲାର ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନେଇଛନ୍ତି ଓଡିଶା ବିଧାନସଭାର ବାଚସ୍ପତି ।୧୫ ଦିନ ମଧ୍ୟରେ ରିପୋର୍ଟ ତଲବ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । କଳାହାଣ୍ଡି ଜିଲ୍ଲାର କେସିଙ୍ଗା ଏସଡିପିଓ ଓ ତାଙ୍କ ଅଧୀନସ୍ଥ…