ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ୍ ରେ ଅନୁମୋଦନ ହୋଇଛି । ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ । ଏଥିପାଇଁ ଖର୍ଚ୍ଚ ହେବ ୨୭୩୮ କୋଟି ଟଙ୍କା । ୨୦୨୫-୨୦୨୬ ରୁ ୨୦୨୯-୩୦ ମଧ୍ୟରେ କାମ ଶେଷ ହେବ । ୫୭ ହଜାର…