Latest Odisha News

BREAKING NEWS

ଆହୁରି ସହଜ ହେବ ବ୍ୟବସାୟ, ଷ୍ଟାର୍ଟଅପ୍ ଓଡ଼ିଶା ଓ ଫୋନ୍‌ପେ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର: ଏଣିକି ରାଜ୍ୟରେ ଆହୁରି ସହଜ ହେବ ବ୍ୟବସାୟ। ସ୍ଥାନୀୟ ଓ-ହବ ଠାରେ ଷ୍ଟାର୍ଟଅପ୍ ଓଡ଼ିଶା ଏବଂ ଫୋନ୍‌ପେ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ସହଜ ବ୍ୟବସାୟ ସୁନିଶ୍ଚିତ କରିବା ସହ ଷ୍ଟାର୍ଟଅପ୍‌ଗୁଡ଼ିକୁ ଡିଜିଟାଲ୍ ଭାବରେ ସଶକ୍ତ କରିବା ଲକ୍ଷ୍ୟରେ…

ଆରସିବି ପ୍ରଶଂସକଙ୍କ ପାଇଁ ଖୁସି ଖବର, ପ୍ଲେ ଅଫ ଖେଳି ପାରନ୍ତି ହାଜେଲଉଡ

ନୂଆଦିଲ୍ଲୀ: ଆଇପିଏଲ ୨୦୨୫ ଏବେ ଅନ୍ତିମ ପର୍ଯ୍ୟାୟରେ ପଂହଚିଛି । ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ଚମତ୍କାର ପ୍ରଦର୍ଶନ କରି ପ୍ଲେ ଅଫରେ ପ୍ରବେଶ କରିଛି । ପ୍ରଥମ ଟାଇଟଲ ହାସଲ କରିବା ପାଇଁ ଆରସିବି ଜୋରଦାର ଉଦ୍ୟମ ଜାରୀ ରଖିଛି । ଆଘାତ ସମସ୍ୟା ଯୋଗୁ ଦଳର ଷ୍ଟାର ବୋଲର ଜୋଶ ହାଜେଲଉଡ ସ୍ୱଦେଶ…

ପୁରୀ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ସୁଦୃଢ ହେବ ଶଙ୍କରାଚାର୍ଯ୍ୟଙ୍କ…

ଭୁବନେଶ୍ୱର: ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପୁରୀ ଗୋବର୍ଦ୍ଧନ ପୀଠର ସୁରକ୍ଷା ଓ ସଂରକ୍ଷଣ, ସମସ୍ତ…

ଏତେ ନେଇଯିବ ରୁଷ…. କ’ଣ କରିବ ୟୁକ୍ରେନ?

ନୂଆଦିଲ୍ଲୀ: ଧିରେ ଧିରେ ଦୁର୍ବଳ ହେବାରେ ଲାଗିଲାଣି ୟୁକ୍ରେନ୍ । ଗୋଟେପଟେ ସେନା ବଳ ଆଉ ଅନ୍ୟପଟେ ଏବେ ମନୋବଳ ସବୁ ଭାଙ୍ଗିବାକୁ ବସିଲାଣି । ଯାହାକୁ ନେଇ ଏବେ ଚାପାଗ୍ରସ୍ତ ରହିଛି ୟୁକ୍ରେନ୍ । ଯୁଦ୍ଧ ବିରତି ନେଇ ସବୁ ପ୍ରୟାସ ଜାରି ରଖିଛି । ହେଲେ ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ…

ଗମ୍ଭୀର ମାନିଲେ: କୋହଲି, ରୋହିତଙ୍କ ଅଭାବ ପରିଲକ୍ଷିତ ହେବ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ମୂଖ୍ୟ କୋଚ ଦୀର୍ଘ ଦିନ ପରେ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ଟେଷ୍ଟ ଅବସର ନେଇ ମୁହଁ ଖୋଲିଛନ୍ତି । ସେ ସ୍ୱୀକାର କରିଛନ୍ତି ଯେ, ରୋହିତ ଓ କୋହଲିଙ୍କ ଅନୁପସ୍ଥିତି ଆଗାମୀ ଇଂଲଣ୍ଡ ଗସ୍ତ ଚ୍ୟାଲେଞ୍ଜପୂର୍ଣ୍ଣ ହେବ । ଅପରପକ୍ଷରେ ଏହା ଯୁବ ଖେଳାଳିଙ୍କୁ ଏକ…

ପୁଞ୍ଛ ଗସ୍ତରେ ଯିବେ ରାହୁଲ ଗାନ୍ଧୀ, ପାକିସ୍ତାନୀ ଗୁଳିରେ ପ୍ରଭାବିତ ପରିବାରଙ୍କୁ କରିବେ ସାକ୍ଷାତ

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଜମ୍ମୁ-କାଶ୍ମୀରର ପୁଞ୍ଛ ଅଞ୍ଚଳ ଗସ୍ତ କରିବେ। ଏହି ସମୟରେ ସେ ସମ୍ପ୍ରତି ପାକିସ୍ତାନୀ ଗୁଳିରେ ପ୍ରାଣ ହରାଇଥିବା ଏବଂ ପ୍ରଭାବିତ ହୋଇଥିବା ଲୋକଙ୍କ ପରିବାରକୁ ଭେଟିବେ। ଏନେଇ ଦଳର ନେତା ଜୟରାମ ରମେଶ ରାହୁଲ ଗାନ୍ଧୀଙ୍କ ଗସ୍ତ ବିଷୟରେ…

ମହାରାଷ୍ଟ୍ର ଗଡ଼ଚିରୋଲିରେ ୪ ହାର୍ଡକୋର୍ ମାଓବାଦୀ ନିପାତ

ଗଡ଼ଚିରୋଲି: ନକ୍ସଲ ଦମନରେ ପୁଣି ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା । ମହାରାଷ୍ଟ୍ର-ଛତିଶଗଡ଼ର ସୀମାନ୍ତ ଗଡ଼ଚିରୋଲି ଥାନା ଅଧୀନ ଏକ ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ମାଓମାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳିମାଡ଼ରେ ୪ ଜଣ ମାଓବାଦୀ ନିପାତ ହୋଇଛନ୍ତି । ମାଓବାଦୀମାନେ ଏକ ବଡ଼ଧରଣର…

ଓଡ଼ିଶା ଏବଂ ଦକ୍ଷିଣ-ପୂର୍ବ ଏସିଆର ସଭ୍ୟତାଗତ ସଂଯୋଗକୁ ନେଇ ଆୟୋଜନ ହେବ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ବର: ଚଳିତ ମେ' ମାସ ୨୪ ତାରିଖ ଏବଂ ୨୫ ତାରିଖ ଅର୍ଥାତ୍‌ ଦୁଇ ଦିନ ଧରି ଏହି ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରାଯିବ । "କଳିଙ୍ଗ ଓ ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ରର ସଭ୍ୟତାଗତ ସଂଯୋଗ" ଶୀର୍ଷକ ଉପରେ ଏହି ସମ୍ମିଳନୀ ଆୟୋଜିତ ହେବ । ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ…

ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ

ଭୁବନେଶ୍ୱର: ବେଆଇନ୍ ବନ୍ଧୁକ ରାକେଟ ମାମଲାର ମାଷ୍ଟରମାଇଣ୍ଡ ଗିରଫ। ବିହାର ମୁଙ୍ଗେରରୁ ଧରାପଡ଼ିଲା ମାଷ୍ଟରମାଇଣ୍ଡ ମହମ୍ମଦ ଅସଲମ୍। ମହମ୍ମଦ ଅସଲମ୍‌କୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ ଟିମ୍। ମହମ୍ମଦ ଅସଲମ୍ ନାଁରେ ବିହାର ଓ ପଶ୍ଚିମବଙ୍ଗରେ ବି ମାମଲା ରହିଛି। ତେବେ ଅସଲମକୁ କ୍ରାଇମ…

ବିଦେଶରେ ଚାକିରୀ ପ୍ରତିଶ୍ରୁତି ଦେଇ କୋଟି କୋଟି ଟଙ୍କା ଠକେଇ, ଜଣେ ଗିରଫ

ଭୁବନେଶ୍ବର: ବିଦେଶରେ ଉଚ୍ଚ ଦରମାରେ ଚାକିରୀ କରାଇ ଦେବାର ପ୍ରତିଶ୍ରୁତି ଦେଇ ଲୋକଙ୍କ ନିକଟରୁ କୋଟି କୋଟି ଟଙ୍କା ଠକି ନେଇଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ୨୦୧୮ ମସିହାରୁ ଲୋକଙ୍କ ନିକଟରୁ ଟଙ୍କା ଠକିନେଇ ଫେରାର ଥିବା ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅଞ୍ଚଳର…