ବାଲାଘାଟରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୪ ନକ୍ସଲ ନିହତ
ଭୋପାଳ: ମଧ୍ୟପ୍ରଦେଶର ବାଲାଘାଟ ଜିଲ୍ଲାରେ ସୁରକ୍ଷା ବାହିନୀ ଏକ ବଡ଼ ଅପରେସନ୍ ଚଳାଇଛନ୍ତି। ମଧ୍ୟପ୍ରଦେଶରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟର। ବାଲାଘାଟ ଜିଲ୍ଲାର ପଚମା ଦାଦର ଜଙ୍ଗଲରେ କମ୍ବିଂ ଅପରେସନ ବେଳେ ମୁହାଁମୁହିଁ ହୋଇଛନ୍ତି ସୁରକ୍ଷାବାହିନୀ ଓ ନକ୍ସଲ। ସୁରକ୍ଷାକର୍ମୀଙ୍କ ଗୁଳିରେ ୪…