ଏମ୍ସରେ ଅସଦାଚରଣ ଘଟଣା; ନର୍ସିଂ ଅଫିସର୍ ଗିରଫ
ଭୁବନେଶ୍ବର: ଭୁବନେଶ୍ବର ଏମ୍ସରେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ ଘଟଣା । ଅଭିଯୁକ୍ତ ନର୍ସିଂ ଅଫିସର୍ ନାନୁ ରାମ ଚୌଧୁରୀ ଗିରଫ । ଅଭିଯୁକ୍ତକୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ । ସୋମବାର ଅସଦାଚରଣ ଅଭିଯୋଗ ଆଣିଥିଲେ ଆଟେଣ୍ଡାଣ୍ଟ । ଏନେଇ ସେ ଖଣ୍ଡଗିରି ଥାନାରେ ଏତଲା ଦେଇ…