ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ତିଗିରିଆ ଥାନାର ଏଏସଆଇ
କଟକ: ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ ବେହେରା। ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରଦୀପଙ୍କୁ ଧରିଛି ଭିଜିଲାନ୍ସ ଟିମ୍। ସୂଚନା ଅନୁସାରେ ଏକ ମାମଲାର ରଫାଦଫା କରିବା ପାଇଁ ପ୍ରଦୀପ ଲାଞ୍ଚ ନେଉଥିଲେ। ଖବର ପାଇ ଭିଜିଲାନ୍ସ ଏହି ସମୟରେ ତାଙ୍କୁ ମାଡିବସିଥିଲା।…