ଭଦ୍ରକରେ ଗୋଷ୍ଠୀ ସଂଘର୍ଷ ମାମଲା: ପୁଣି ୧୨ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ
ଭଦ୍ରକ: ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ। ଭଦ୍ରକ ବ୍ଲକ୍ ଓ ମ୍ୟୁନିସପାଲିଟି, ଧାମନଗର ବ୍ଲକ୍ ଓ NAC ପାଇଁ କଟକଣା। ତିହିଡ଼ି ବ୍ଲକ୍ରେ ମଧ୍ୟ ଇଣ୍ଟରନେଟ୍ ସେବା ବନ୍ଦ ରଖିବାକୁ ନିଷ୍ପତ୍ତି। ଆଜି ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରହିବ।…