Latest Odisha News

BREAKING NEWS

ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନସିପ୍-୨୦୨୫: ଓଡ଼ିଆ କ୍ରୀଡ଼ାବିତ୍‌ ଶ୍ରାବଣୀ ନନ୍ଦ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନସିପ୍- ୨୦୨୫ରେ ୪x୧୦୦ ରିଲେ ଦୌଡ଼ରେ ରୌପ୍ୟ ପଦକ ଅର୍ଜନ କରି ଆମ ଦେଶ ଓ ରାଜ୍ୟ ପାଇଁ ସୁନାମ ଅର୍ଜନ କରିଥିବା ଓଡ଼ିଆ କ୍ରୀଡ଼ାବିତ୍‌ ଶ୍ରାବଣୀ ନନ୍ଦଙ୍କୁ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଶ୍ରାବଣୀ ନନ୍ଦଙ୍କୁ…

‘ଟିକେ ନିରାଶ’: ମସ୍କଙ୍କ ଅନୁତାପ ପରେ ଏମିତି ପ୍ରତିକ୍ରିୟା ରଖିଲେ ଟ୍ରମ୍ପ୍…..

ନୂଆଦିଲ୍ଲୀ: ମସ୍କ ଏବଂ ଟ୍ରମ୍ପଙ୍କ ବିବାଦରେ ଏବେ ଶାନ୍ତିଚୁକ୍ତି ହୋଇଥିବା ଦେଖାଯାଉଛି । ଦୁହିଁଙ୍କ ମଧ୍ୟରେ ଚାଲିଥିବା ବାକ୍ ଯୁଦ୍ଧ ଏବେ ଶେଷ ହେବା ଉପରେ । ମଙ୍ଗଳବାର ମସ୍କଙ୍କ ସାର୍ବଜନୀନ କ୍ଷମା ପ୍ରାର୍ଥନା ପରେ ଦୁହିଁଙ୍କ ମଧ୍ୟରେ ସ୍ଥିତି ସୁଧାରକୁ ଆସୁଥିବା ପରିଳକ୍ଷିତ ହେଉଛି । ଦୁଇ…

ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ବାସ୍ତବତାରେ ପରିଣତ ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଭୁବନେଶ୍ବରର ଇଡ୍‌କୋ ପ୍ରଦର୍ଶନୀ ପଡିଆଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ…

ଭଦ୍ରକରେ ଗୋଷ୍ଠୀ ସଂଘର୍ଷ ମାମଲା: ୨୪ ଘଣ୍ଟା ଯାଏ ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ: ଭଦ୍ରକ ଜିଲ୍ଲାର ୫ ଟି ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ। ଭଦ୍ରକ ବ୍ଲକ ଓ ପୌରପାଳିକା, ତିହିଡି ବ୍ଲକ, ଧାମନଗର ବ୍ଲକ ଓ ଏନଏସି ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ ରହିବ। ସକାଳ ୬ଟାରୁ ଆସନ୍ତାକାଲି ୬ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ବନ୍ଦ ରହିବ ବୋଲି ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ ସୂଚନା…

ଯାଜପୁର ଝାଡ଼ାବାନ୍ତି ଘଟଣା: ଆଉ ୨ ଜଣଙ୍କ ମୃତ୍ୟୁ, ରାଜ୍ୟସ୍ତରରୁ ରାପିଡ୍ ଆକ୍ସନ୍ ଟିମ୍ ଓ ଅଧିକ ବିଶେଷଜ୍ଞ ମୁତୟନ

ଯାଜପୁର: ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଆଉ ୨ ଆକ୍ରାନ୍ତ ମୃତ। ଝାଡ଼ାବାନ୍ତି ଘଟଣାରେ ମୃତ୍ୟୁ ସଂଖ୍ୟା ୪ ଛୁଇଁଲା। ଏନେଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏଡିଏମଓ ସୂଚନା ଦେଇଛନ୍ତି। ଅନ୍ୟପଟେ ଯାଜପୁର ଜିଲ୍ଲାରେ ହଠାତ୍ ଦେଖାଦେଇଥିବା ଝାଡାବାନ୍ତି ରୋଗର ଚିକିତ୍ସା ଓ ନିରାକରଣ…

ଫେରିଲା ମୌସୁମୀ: ୧୭ ଯାଏ ବର୍ଷା ସମ୍ଭାବନା, ୨ରୁ ୪ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର: କିଛିଦିନର ବିରତି ପରେ ପୁଣି ଫେରିଲା ମୌସୁମୀ। ତାତିରେ ଲାଗିଲା ବ୍ରେକ୍। ଆସନ୍ତା ଦୁଇଦିନ ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଭାଗକୁ ପ୍ରବେଶ କରିବ। ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି। ପାଣିପାଗ ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ପରେ ତାପମାତ୍ରା…

ଅମରନାଥ ଯାତ୍ରା ସୁରକ୍ଷା ପାଇଁ ଯାଉଥିବା ଯବାନଙ୍କୁ ମିଳିଲା ମଇଳା ବଗି ଟ୍ରେନ୍‌, କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ…

ନୂଆଦିଲ୍ଲୀ: ଆଉ ଅଳ୍ପ ଦିନର ଅପେକ୍ଷା ଏହା ପରେ ଆରମ୍ଭହେବ ଅମରନାଥ ଯାତ୍ରା । ହେଲେ ଏହି ସମୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏହି ଯାତ୍ରା ସମୟରେ ସୁରକ୍ଷାରେ ନିୟୋଜିତ ପାଇଁ ବିଏସଏଫ୍ ଯବାନମାନଙ୍କୁ ଆଣିବା ପାଇଁ ଏକ ଖରାପ ଏବଂ ମଇଳା କୋଚ୍ ଥିବା ଟ୍ରେନ ଯୋଗାଇବାକୁ ନେଇ ବିବାଦ…

ଡବ୍ଲ୍ୟୁଟିସି ଫାଇନାଲ: ଅଷ୍ଟ୍ରେଲିଆ ୨୧୨, ଦକ୍ଷିଣ ଆଫ୍ରିକା ୪୩/୪

ଲଣ୍ଡନ: ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆ ମଧ୍ୟରେ ଜୁନ ୧୧ରୁ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପର ଫାଇନାଲ ମ୍ୟାଚ ଆରମ୍ଭ ହୋଇଛି । ପ୍ରଥମ ଦିବସରେ ୧୪ଟି ୱିକେଟର ପତନ ଘଟିଛି । ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ବିପକ୍ଷ ଦଳର କାଗିସୋ ରାବାଡା ଓ ମାର୍କୋ ଜାନସେନଙ୍କ ଘାତକ ବୋଲିଂ ଆଗରେ ବଡ…

ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା; ପରିବାରର ଜଣକୁ ମିଳିବ ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ କିଛି ଦିନ ପୂର୍ବେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ନିକଟତର ହେଲେ ସ୍ମିଥ

ଲର୍ଡସ: ଐତିହାସିକ ଲର୍ଡସ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୱାର୍ଲ୍ଡ ଟେଷ୍ଟ ସିରିଜର ଫାଇନାଲ ମ୍ୟାଚ ଆରମ୍ଭ ହୋଇଯାଇଛି । ଏହି ମ୍ୟାଚ ଅବସରରେ ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ ଷଷ୍ଠ ଥର ପାଇଁ ଆଇସିସି ଫାଇନାଲ ଖେଳୁଛନ୍ତି । ଅଷ୍ଟ୍ରେଲିଆ ପକ୍ଷରୁ କେବଳ ପଂଟିଂ ୬ଟି…