Latest Odisha News

BREAKING NEWS

Agriculture Minister Review: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାର ସମୀକ୍ଷା; ଓଡ଼ିଶାର ପ୍ରଦର୍ଶନକୁ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ଓ କୃଷୋନ୍ନତି ଯୋଜନାର ଆଜି ସମୀକ୍ଷା କରିଛନ୍ତି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ତଥା ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଆଭାସି ମାଧ୍ୟମରେ ଦେଶର ସମସ୍ତ ରାଜ୍ୟର କୃଷି ମନ୍ତ୍ରୀ ମାନେ ଯୋଗଦେଇଥିଲେ। ଓଡ଼ିଶାର…

ସଫଳତା ଖୁସିର ଗ୍ୟାରେଣ୍ଟି ଦିଏ ନାହିଁ; କାହିଁକି ଏଭଳି କହିଲେ ସଂଗୀତଜ୍ଞ ବିଶାଲ 

ମୁମ୍ବାଇ: ଗାୟକ ଅରିଜିତ ସିଂହ ଅବସର ନେବା ପରେ ବର୍ତ୍ତମାନ ଏହାକୁ ନେଇ ଅନେକ ଚର୍ଚ୍ଚା ଚାଲିଛି। ଲୋକମାନେ ମଧ୍ୟ ସୋସିଆଲ ମିଡିଆରେ ଏନେଇ ଅନେକ କମେଣ୍ଟ ଦେବାରେ ଲାଗିଛନ୍ତି। ଏସବୁ ମଧ୍ୟରେ ଗାୟକ ତଥା ସଂଗୀତଜ୍ଞ ବିଶାଲ ଦଦଲାନି ସୋସିଆଲ ମିଡିଆ ସାଇଟ ଇନଷ୍ଟାଗ୍ରାମରେ ଏକ ପୋଷ୍ଟରେ ଜୀବନର…

ରଣଜୀ ଟ୍ରଫି: ସ୍ୱସ୍ତିକ, ଗୋବିନ୍ଦଙ୍କ ଅର୍ଦ୍ଧଶତକ

ଜାମସେଦପୁର: ଏଠାରେ ଗୁରୁବାର ଆରମ୍ଭ ହୋଇଥିବା ଝାରଖଣ୍ଡ ବିପକ୍ଷ ରଣଜୀ ଟ୍ରଫି ମ୍ୟାଚରେ ଓଡିଶାର ସ୍ୱସ୍ତିତ ସାମଲ ଓ ଗୋବିନ୍ଦ ପୋଦ୍ଦାର ଅର୍ଦ୍ଧଶତକ ହାସଲ କରିଛନ୍ତି । ପ୍ରଥମେ ବ୍ୟାଟିଂ କରି ଓଡିଶା ଷ୍ଟମ୍ପସ ଅପସାରଣ ବେଳକୁ ୬ ୱିକେଟ ବିନିମୟରେ ୨୪୨ ରନ ସଂଗ୍ରହ କରିଛି । ସ୍ୱସ୍ତିକ ୭୯ ଓ…

Witchcraft Suspicion: ଡାହାଣୀ ସନ୍ଦେହରେ ନିଜ ମାଆକୁ ହାଣି ଦେଲା ପୁଅ

ମୟୂରଭଞ୍ଜ:ଡାହାଣୀ ସନ୍ଦେହରେ ମା’କୁ କଟୁରୀରେ ହାଣି ହତ୍ୟା କଲା ରାକ୍ଷସ ପୁଅ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଭଳିଆଡ଼ିହା ପଞ୍ଚାୟତ କଲରାଫୁଲିଆ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଅଭିଯୁକ୍ତ ପୁଅ ତପନ ସିଂ(୩୩) ଗିରଫ ହୋଇଛି । ମୃତ ମାଆ ହେଲେ ରାଇମଣି ସିଂ । କୁହାଯାଉଛି ଯେ ପୁଅ…

କଲେଜ ଛାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ପୋଡାମାରି କଲେଜ ସମ୍ମୁଖରେ ଗୁରୁବାର ଦିନ ଯୁକ୍ତ ଦୁଇର ଜଣେ ଛାତ୍ରୀଙ୍କୁ ଜଣେ ଯୁବକ ଆକ୍ରମଣ କରିଥିବା ସୂଚନା ମିଳିଛି। ଯାହାଫଳରେ ଛାତ୍ରୀ ଜଣକ ଗୁରୁତର ଆହତ ହୋଇ ପଡିଛନ୍ତି। ତେବେ ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଉତ୍ତେଜନା…

ଥଣ୍ଡାର ମୁକାବିଲା ପାଇଁ ମୋଜା ଭିତରେ ଲଙ୍କାଗୁଣ୍ଡ ରଖି ଖେଳିଲେ ଖେଳାଳି

ନୂଆଦିଲ୍ଲୀ: ଆମେରିକାରେ ଖେଳାଯାଉଥିବା ଏନଏଫଏଲ ମ୍ୟାଚ ଅବସରରେ ଏଲଏ ର‌୍ୟାମ୍ସ ଟିମର ଏକ ଟ୍ରିକ ସମସ୍ତଙ୍କୁ ଚକିତ କରିଛି । ପ୍ରବଳ ଥଣ୍ଡା ଯୋଗୁ ଏହି ଟିମର ଖେଳାଳିମାନେ ସ୍ୱାଭାବିକ ପ୍ରଦର୍ଶନ କରିପାରୁ ନ ଥିଲେ । ସେମାନେ ପ୍ରାୟତଃ ଗରମ ଜଳବାୟୁରୁ ଖେଳୁଥିବାରୁ ଏଠାରେ ଥରୁଥିବ ଦେଖିବାକୁ…

୧୯.୮ ଲକ୍ଷ ହେରଫେର; ସେବା ସମବାୟ ସମିତିର ପୂର୍ବତନ ସେକ୍ରେଟାରୀ ଗିରଫ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାର ଭୋଗରାଇ ବ୍ଲକ ଅନ୍ତର୍ଗତ ଦହୁଣ୍ଡା ସେବା ସମବାୟ ସମିତିର ପୂର୍ବତନ ସେକ୍ରେଟାରୀଙ୍କୁ ୧୯.୮୦ ଲକ୍ଷ ଟଙ୍କାର ସରକାରୀ ପାଣ୍ଠି ହେରଫେର କରିବା ଅଭିଯୋଗରେ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଗିରଫ କରିଥିବା ସୂଚନା ମିଳିଛି। ତେବେ ଅଭିଯୁକ୍ତ ସୁବଳ କୁମାର…

Encounter: ଏନକାଉଣ୍ଟରରେ ୨ମାଓବାଦୀ ନିହତ; ଘଟଣାସ୍ଥଳରୁ AK-47 ରାଇଫଲ୍ ସହ…

ଛତିଶଗଡ:ଜିଲ୍ଲାର ଦକ୍ଷିଣ ଅଞ୍ଚଳରେ ସଶସ୍ତ୍ର ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ସୁରକ୍ଷା ବାହିନୀ ଦ୍ୱାରା କରାଯାଇଥିବା ସର୍ଚ୍ଚ ଅପରେସନ୍ ସମୟରେ ଗୁରୁବାର ଏକ ଏନକାଉଣ୍ଟର ହୋଇଥିଲା। ଏପର୍ଯ୍ୟନ୍ତ ଦୁଇ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରୁ AK-47 ରାଇଫଲ୍,…

କଳିକେଶଙ୍କୁ ନେଇ ଦେଇଥିବା ମନ୍ତବ୍ୟର ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର; ସେ ୟୁଥ୍ ଲିଡର, ନବୀନଙ୍କ…

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଗୁରୁବାର ଦିନ ବିଜେଡିର ଭବିଷ୍ୟତ ନେତୃତ୍ୱ ତଥା ତାଙ୍କର ପୂର୍ବ ମନ୍ତବ୍ୟକୁ ନେଇ ନିଜର ମତ ସ୍ପଷ୍ଟ କରିଛନ୍ତି। ସେ ଦୃଢ଼ ଭାବରେ କହିଛନ୍ତି ଯେ ନବୀନ ପଟ୍ଟନାୟକ ହେଉଛନ୍ତି ଦଳର ଅପ୍ରତିଦ୍ୱନ୍ଦ୍ୱୀ ଏବଂ ସର୍ବୋଚ୍ଚ ନେତା, ଏବଂ ଜନସାଧାରଣଙ୍କ…

ଅଷ୍ଟ୍ରେଲିଆନ ଓପନ ଟେନିସ: ମହିଳା ସିଙ୍ଗଲ୍ସ ଫାଇନାଲରେ ସେବଲେଙ୍କା-ରେବକିନା

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ଓପନ ମହିଳା ସିଙ୍ଗଲ୍ସ ଫାଇନାଲ ଲାଇନ ଅପ ଚୂଡାନ୍ତ ହୋଇଛି । ବେଲାରୁଷର ଏରିନା ସେବଲେଙ୍କା ଓ ଏରିନା ରେବିକିନାଙ୍କ ମଧ୍ୟରେ ଟାଇଟଲ ମୁକାବିଲା ହେବ । ବିଶ୍ୱର ଏକ ନମ୍ବର ଖେଳାଳି ସେବଲେଙ୍କା ସେମିଫାଇନାଲରେ ୟୁକ୍ରେନର ଏଲିନା ଶ୍ୱେତଲେନାଙ୍କୁ ୬-୨, ୬-୩ ସିଧାସଳଖ…