ରେଭେନ୍ସାରେ ରାଗିଂ ଅଭିଯୋଗ;୧୦ ଛାତ୍ରଙ୍କୁ ହଷ୍ଟେଲ୍ ଛାଡ଼ିବାକୁ ନିର୍ଦ୍ଦେଶ
କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍ରେ ରାଗିଂ ଅଭିଯୋଗ ପରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଣ୍ଟି ରାଗିଂ କମିଟି ପକ୍ଷରୁ ପଦକ୍ଷେପ ନିଆଯାଇଛି ।
ସୂଚନାଥାଉକି, ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା।…