ଜୁଲାଇ ୨୩-୨୬ରେ ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ମୋଦି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାରଠାରୁ ଚାରି ଦିନିଆ ବ୍ରିଟେନ ଏବଂ ମାଳଦ୍ୱୀପ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ବାଣିଜ୍ୟ, ନିବେଶ ଏବଂ ପ୍ରତିରକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବ ବୋଲି ବିଶ୍ୱାସ କରାଯାଉଛି।…