Latest Odisha News

BREAKING NEWS

ପାକିସ୍ତାନରୁ ଫେରିଲେ ବିଏସଏଫ ଯବାନ ପିକେ ସାଁ, ଭାରତ ମଧ୍ୟ ଫେରାଇଲା ରେଞ୍ଜର

ଶ୍ରୀନଗର: ବିଏସଏଫ ଯବାନ ପୂର୍ଣ୍ଣମ କୁମାର ସାଁ ପାକିସ୍ତାନରୁ ଫେରିଛନ୍ତି । ଭାରତ ମଧ୍ୟ ଯବାନଙ୍କ ବଦଳରେ ପାକିସ୍ତାନୀ ରେଞ୍ଜର୍ସଙ୍କୁ ଫେରାଇ ଦେଇଛି । ଯବାନ ପିକେ ସାଁଙ୍କୁ ପାକିସ୍ତାନ ଭାରତକୁ ହସ୍ତାନ୍ତର କରିଛି । ସେ ଅଟାରୀ ସୀମାରୁ ଫେରି ଆସିଛନ୍ତି । ତେବେ ବିଏସଏଫ୍ ଯବାନ ଭୁଲବଶତଃ…

ୟୁପିଏସସିର ନୂଆ ଅଧ୍ୟକ୍ଷ ହେଲେ ପୂର୍ବତନ ପ୍ରତିରକ୍ଷା ସଚିବ ଅଜୟ କୁମାର

ନୁଆଦିଲ୍ଲୀ: ପୂର୍ବତନ ପ୍ରତିରକ୍ଷା ସଚିବ ଅଜୟ କୁମାର ହେଲେ ୟୁନିଅନ ପବ୍ଲିକ୍ ସର୍ଭିସ୍ କମିଶନ (ୟୁପିଏସସି)ର ନୂତନ ଅଧ୍ୟକ୍ଷ । ଏପ୍ରିଲ ୨୯ ତାରିଖରେ ପ୍ରୀତି ସୁଦାନଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଏହି ପଦବୀ ଖାଲିପଡ଼ିଥିଲା । କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ…

ରାଜଧାନୀରେ ପୁଣି ପିଲା ଚୋରି, ଅଭିଯୋଗର ୩ ଘଣ୍ଟାରେ ଧରାପଡିଲା ଚୋର

ଭୁବନେଶ୍ୱର:ରାଜଧାନୀରେ ପୁଣି ପିଲା ଚୋରି ଅଭିଯୋଗ। ତେବେ ଅଭିଯୋଗ କରିବାର ୩ ଘଣ୍ଟା ଭିତରେ ଧରାପଡିଲା ଚୋର। ପିଲାଟିକୁ ଶାଲିଆ ସାହିରୁ ଉଦ୍ଧାର କଲା ପୋଲିସ। ବାପା-ମାଆ ଘର ଭିତରେ ଥିବା ସମୟରେ ବାହାରେ ଖେଳୁଥିବା ଶିଶୁ ପୁତ୍ରକୁ ଅପହରଣ କରିଥିଲା ଚୋର। ୪ ବର୍ଷର ଶିଶୁକୁ ଅପହରଣ କରିଥିଲା…

ଦେଶର ୫୨ତମ ପ୍ରଧାନ ବିଚାରପତି ହେଲେ ଜଷ୍ଟିସ୍ ବି.ଆର୍ ଗବାଇ

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ୍ ଭୂଷଣ ରାମକୃଷ୍ଣ ଗବାଇ । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ୍‌ ଜଷ୍ଟିସ୍ ବି.ଆର୍ ଗବାଇଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ସେ…

ପାକିସ୍ତାନ ସହ ବିବାଦ ଭିତରେ ବଢ଼ିଲା ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ପରେ, ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତାଙ୍କ ସୁରକ୍ଷାରେ ଏକ ବୁଲେଟପ୍ରୁଫ୍ ଗାଡି ସାମିଲ କରିଛି । ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି…

ଆହୁରି ୩ ଦିନ ଗୁଳୁଗୁଳି, ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନରେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତକାଲି ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ…

ପାରାଦୀପ ବନ୍ଦରରେ ସତର୍କତା: ତୈଳବାହୀ ଜାହାଜରେ ଅଛନ୍ତି ୨୧ ପାକିସ୍ତାନୀ ନାବିକ

ପାରାଦୀପ: ପାରାଦୀପ ବନ୍ଦରରେ ଲାଗିଥିବା ଜାହାଜରେ ଅଛନ୍ତି ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର। ଯାହାକୁ ନେଇ ଏବେ ହଇଚଇ ସୃଷ୍ଟି ହୋଇଛି। ୨୧ ଜଣ ପାକିସ୍ତାନୀ କ୍ରିଉ ମେମ୍ବର ସୂଚନା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏନେଇ ପାରାଦୀପ ଇମିଗ୍ରେସନ ବିଭାଗ ଅବଗତ କରିଥିବା ସୂଚନା…

ମର୍ମନ୍ତୁଦ ଦୁର୍ଘଟଣା: ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଆହତ

ବ୍ରହ୍ମପୁର: ଆସିକା କୋଟିନଡ଼ା ଥାନା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଜଣ ଆହତ ହୋଇଥିବା ସୂଚନା। ଗଞ୍ଜାମ ଜିଲ୍ଲା ଆସିକା-କୋଟିନଡା ଥାନା ଅନ୍ତର୍ଗତ ଭେଟନଈ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ମାନଙ୍କୁ ଆସ୍କା ମେଡ଼ିକାଲରେ…

କେନ୍ଦ୍ର ସରକାରଙ୍କ ପୁଣି ସିସିଏସ ବୈଠକ, ଅପରେସନ ସିନ୍ଦୂର ଓ ସୁରକ୍ଷା ପରିସ୍ଥିତିର ହେବ ସମୀକ୍ଷା

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍ କମିଟି ବୈଠକ ବସିବ। ଅପରେସନ ସିନ୍ଦୂରର ସଫଳତା ପରେ, ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ଥର ପାଇଁ ଏହି ବୈଠକ ଡାକିଛନ୍ତି। ଏହି ବୈଠକରେ ଅପରେସନ ସିନ୍ଦୂର ଅଧୀନରେ ଚାଲିଥିବା ସୁରକ୍ଷା ଅଭିଯାନର ସମୀକ୍ଷା…

ପାକ୍‌ର ମିଥ୍ୟା ଦାବିକୁ ଖଣ୍ଡନ କଲା S-400 ସମ୍ମୁଖରେ ମୋଦିଙ୍କ ଉପସ୍ଥିତି, ଏୟାରବେସ୍ ସମ୍ପୂର୍ଣ୍ଣ ସୁରକ୍ଷିତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପଞ୍ଜାବର ସୀମାନ୍ତରେ ଥିବା ଆଦମପୁର ବାୟୁସେନା ଘାଟିରେ ଅଚାନକ ଗସ୍ତ କରିଥିଲେ। ଏହି ସମୟରେ କହିଥିଲେ ଯେ ଆତଙ୍କବାଦ ବିରୋଧରେ ଭାରତର ନୂତନ ଲକ୍ଷ୍ମଣ ରେଖା ଅତ୍ୟନ୍ତ ସ୍ପଷ୍ଟ ଏବଂ ଭବିଷ୍ୟତରେ ଭାରତ ଯେକୌଣସି ଆକ୍ରମଣର କଡ଼ା ଜବାବ ଦେବ।…