ମହାପ୍ରଭୁଙ୍କର ପଇତାଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ମାର୍ଗଶିର କୃଷ୍ଣ ତ୍ରୟୋଦଶୀ ତିଥି ଅର୍ଥାତ୍ ଆସନ୍ତା କାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଅପରାହ୍ଣରେ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମହାପ୍ରଭୁଙ୍କର ପଇତାଲାଗି ନୀତି ଅବସରରେ ୫ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ…