ଟେମ୍ପୋକୁ ଧକ୍କା ଦେଲା ଟ୍ରେଲର: ୬ ତୀର୍ଥଯାତ୍ରୀ ମୃତ, ୧୪ ଆହତ
ଯୋଧପୁର: ରାଜସ୍ତାନ ଯୋଧପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଚାଲିଗଲା ୬ ଜଣ ଶ୍ରଦ୍ଧାଳୁଙ୍କ ଜୀବନ । ଏଥିରେ ୧୪ ଜଣ ଆହତ ହୋଇଛନ୍ତି । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତ ମାନଙ୍କୁ ଚିକିତ୍ସା ପାଇଁ ତୁରନ୍ତ ହସ୍ପିଟାଲକୁ ପଠାଯାଇଛି ।
ଟେମ୍ପୋରେ ପ୍ରାୟ ୨୦ ଜଣ ଭକ୍ତ…