ବିଜୟ ପାଇଁ ଭାରତ ସମ୍ମୁଖରେ ୧୯୩ ରନର ଲକ୍ଷ୍ୟ ରଖିଲା ଇଂଲଣ୍ଡ, ସୁନ୍ଦରଙ୍କୁ ୪ ୱିକେଟ
ଲଣ୍ଡନ: ଏଠରେ ଚାଲିଥିବା ତୃତୀୟ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ୧୯୩ ରନର ବିଜୟ ଲକ୍ଷ୍ୟ ଭାରତ ସମ୍ମୁଖରେ ରଖିଛି । ୱାଶିଂଟନ ସୁନ୍ଦରଙ୍କ ଚମତ୍କାର ବୋଲିଂ ସହାୟତାରେ ଭାରତ ଦ୍ୱିତୀୟ ଇନିଂସରେ ଇଂଲଣ୍ଡକୁ ୧୯୨ ରନରେ ଅଲଆଉଟ କରି ଦେଇଥିଲା । ଜୋ ରୁଟ ଦଳ ପକ୍ଷରୁ ସର୍ବାଧିକ ୪୦ ରନ କରିଥିଲେ ।…