ରାଜ୍ୟରେ କାଳବୈଶାଖୀ ପ୍ରଭାବ, ଆସନ୍ତାକାଲି ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। କମିଛି ତାତି। ଗରମ, ଗୁଳୁଗୁଳିରୁ ମିଳିଛି ଆଶ୍ବସ୍ତି। ଆସନ୍ତା ତିନିଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତାକାଲି ପାଇଁ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ୨୩ ଜିଲ୍ଲାକୁ ୟେଲୋ…