ଏହି ଦିନ ହେବ ଛାତ୍ର ସଂସଦ ନିର୍ବାଚନ…ସାମ୍ନାକୁ ଆସିଲା ତାରିଖ….
ଭୁବନେଶ୍ବର: ଖୁବଶୀଘ୍ର ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ଛାତ୍ର ନେତାଙ୍କ ମଧ୍ୟରେ ଉତ୍କଣ୍ଠା ଜାରି ରହିଥିବା ବେଳେ ଏନେଇ ଏକ ତାରିଖ ସାମ୍ନାକୁ ଆସିଛି । କୁହାଯାଉଛି ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଗାମୀ ସେପ୍ଟେମ୍ବର ୨୫ କିମ୍ବା ୨୬ରେ ଛାତ୍ର ସଂସଦ ନିର୍ବାଚନ କରିବାକୁ…