Latest Odisha News

BREAKING NEWS

ଜୈନ ଧର୍ମର ‘ସନ୍ଥରା’ ନୀତି କଣ, ଯାହା ପାଇଁ ୩ ବର୍ଷର ଶିଶୁର ଜୀବନ ଗଲା…

ଇନ୍ଦୋର: ଯେଉଁ ବୟସରେ ଛୋଟ ଛୁଆଟେ ଭଲ ଭାବରେ କଥା କହି ଶିଖି ନଥାଏ ଓ ନିଜର ପିଲା ଦିନକୁ ମନ ଭରି ଉପଭୋଗ କରୁଥାଏ। ସେହି ବୟସରେ ଇନ୍ଦୋରର ଜଣେ ତିନି ବର୍ଷୀୟା ଭିୟାନା ଜୈନ ଟର୍ମିନାଲ ବ୍ରେନ୍ ଟ୍ୟୁମର ରୋଗରେ ପିଡୀତ ହୋଇଥିଲେ। ଯାହା ପରେ ସେ  ଆଉ ସେ ମୃତ୍ୟୁ ପର୍ଯ୍ୟନ୍ତ ନିଜ ଇଛା ରେ…

୬ ସାଇବର ଲୁଟେରା ଗିରଫ; ୪ ଲକ୍ଷରୁ ଅଧିକ ଟଙ୍କା ଜବତ

କଟକ: କମିଶନରେଟ ପୋଲିସ ପକ୍ଷରୁ ୬ଜଣ ସାଇବର ଲୁଟେରାଙ୍କୁ ଗିରଫ କରାଯାଇଛି । ସେମାନଙ୍କଠାରୁ ୪ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି। ସମସ୍ତ ଲୁଟେରା ବଲାଙ୍ଗିର ପାଟଣାଗଡ଼଼ ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ଲୁଟେରାଙ୍କଠାରୁ ମୋବାଇଲ ଫୋନ ଏବଂ ଏଟିଏମ୍‌‌ କାର୍ଡ ପୋଲିସ ଜବତ କରିଛି। ମୁଖ୍ୟ…

ୟୁରୋପକୁ ଜୟଶଙ୍କରଙ୍କ କଟାକ୍ଷ; ଭାରତ ଉପଦେଶ ନୁହେଁ ସହଯୋଗୀ ଖୋଜୁଛି

ନୂଆଦିଲ୍ଲୀ:ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ୟୁରୋପ ସମେତ ସମଗ୍ର ବିଶ୍ୱକୁ ଏକ ସ୍ପଷ୍ଟ ଏବଂ ସିଧାସଳଖ ବାର୍ତ୍ତା ଦେଇଛନ୍ତି। ଜୟଶଙ୍କର ଆର୍କଟିକ ସର୍କଲ ଇଣ୍ଡିଆ ଫୋରମ ୨୦୨୫ରେ କହିଛନ୍ତି, 'ଉପଦେଶ…

୬ ବଲରେ ୬ ଛକା ମାରି ଆଇପିଏଲରେ ଇତିହାସ ରଚିଲେ ପରାଗ

କୋଲକାତା: ଆଇପିଏଲରେ ପ୍ରଥମ ଖେଳାଳି ଭାବେ ରାଜସ୍ଥାନ ରୟାଲ୍ସର ରିୟାନ ପରାଗ ୬ ବୈଧ ବଲରେ ୬ ଛକା ମାରି ଇତିହାସ ରଚିଛନ୍ତି । କୋଲକାତା ନାଇଟ ରାଇଡର୍ସ ବିପକ୍ଷ ମ୍ୟାଚରେ ସେ ଏହି ସଫଳତା ହାସଲ କରିଛନ୍ତି । ସେ ମୋଇନ ଅଲୀଙ୍କ ପ୍ରଥମ ବଲ ସାମ୍ନା କରି ନ ଥିଲେ । ଓଭରର ବାକି ୫ଟି ବଲରେ ଏବଂ ବରୁଣ…

ଅଷ୍ଟ୍ରେଲିଆ ଓଡ଼ିଆ ସମାଜ ପକ୍ଷରୁ କଳିଙ୍ଗ ଉତ୍ସବ ଆୟୋଜିତ

ପର୍ଥ: ଅଷ୍ଟ୍ରେଲିଆ ଓଡ଼ିଆ ସମାଜ (ଓରିଓଜ ଇଙ୍କ) ପକ୍ଷରୁ ନିକଟରେ କଳିଙ୍ଗ ଉତ୍ସବ ମହାସମାରୋହରେ ଆୟୋଜନ କରାଯାଇଛି। ପର୍ଥସ୍ଥିତ ସବୁଜିମା ଭରା ପଏଣ୍ଟ ୱାଲ୍ଟର ରିକ୍ରିଏସନ ସେଣ୍ଟରକୁ ଖୁବ ସରସ ସୁନ୍ଦର ଭାବରେ ସଜାଯାଇଥିବା ଦେଖାଯାଇଥିଲା। ଏଠାରେ ଆୟୋଜିତ ଏକାଦଶତମ ତିନିଦିନିଆ ଦ୍ଵିବାର୍ଷିକ…

ୟୁସୁଫ ପଠାନଙ୍କ ଚିଠିକୁ ନେଇ ବର୍ଷିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ତୃଣମୂଳ କଂଗ୍ରେସ ସାଂସଦ ୟୁସୁଫ ପଠାନ ପଶ୍ଚିମବଙ୍ଗରୁ ଆସିଥିବା ଶ୍ରମିକଙ୍କ ପ୍ରତି ରାଜ୍ୟ ସରକାର ଦୁର୍ବ୍ୟବହାର କରୁଥିବା ନେଇ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖି ନିଜର ଚିନ୍ତା ବ୍ୟକ୍ତ କରିଥିଲେ। ଅମିତ ଶାହଙ୍କୁ ଲେଖାଯାଇଥିବା ଚିଠିରେ ନିଜର ପ୍ରତିକ୍ରିୟା…

ଶେଷ ଓଭରର ରୋମାଂଚ, ୧ରନରେ ହାରିଲା ରାଜସ୍ଥାନ

ଇଡେନ ଗାର୍ଡେନ: ଚଳିତ ଆଇପିଏଲର ୫୩ତମ ମୁକାବିଲା ବେଶ ରୋମାଂଚକର ହୋଇଥିଲା । ଶେଷ ଓଭରରେ କୋଲକାତା ନାଇଟ ରାଇଡର୍ସ ୧ ରନରେ ରାଜସ୍ଥାନ ରୟାଲ୍ସକୁ ହରାଇଥିଲା । ଏଥିସହ କେକେଆର ପ୍ଲେ ଅଫ ପ୍ରବେଶ ଆଶା ଉଜ୍ଜୀବିତ ରଖିଛି । ରିୟାନ ପରାଗଙ୍କ ୯୫ ରନର ଇନିଂସ ବ୍ୟର୍ଥ ହୋଇଛି । ପ୍ରଥମେ ବ୍ୟାଟିଂ କରି…

ନବଯୌବନ ଦର୍ଶନରୁ ନୀଳାଦ୍ରୀବିଜେ ଯାଏଁ ନିରନ୍ତର ସ୍ବାସ୍ଥ୍ୟସେବା ଲାଗି ନିର୍ଦ୍ଦେଶ

ଭୁବନେଶ୍ବର: ଚଳିତ ବର୍ଷ ମହାପ୍ରଭୁ ଜଗନ୍ନାଥଙ୍କର ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗ ତତ୍ପରତା ଆରମ୍ଭ କରିଛି। କିଭଳି ଭାବରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବ ସେନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଘନଘନ ଉଚ୍ଚ ସ୍ତରୀୟ ବୈଠକ ବସୁଛି। ଯାହା ସ୍ବାସ୍ଥ୍ୟ ବିଭାଗ ଅନ୍ତର୍ଗତ ବିଭିନ୍ନ…

ୱାର୍ଣ୍ଣରଙ୍କ ରେକର୍ଡ ଭାଙ୍ଗିଲେ କୋହଲି

ବେଙ୍ଗାଲୁର: ଆଇପିଏଲରେ ୧୮ତମ ସଂସ୍କରଣରେ ବିରାଟ କୋହଲି ଚମତ୍କାର ପ୍ରଦଶନ ଜାରୀ ରଖିଛନ୍ତି । ଚେନ୍ନାଇ ସୁପର କିଙ୍ଗସ ବିପକ୍ଷ ମ୍ୟାଚରେ କୋହଲି ୩୩ ବଲରେ ୬୨ ରନ ସଂଗ୍ରହ କରିଥିଲେ । ଏଥିସହ ସେ ଆଇପିଏଲରେ ଡେଭିଡ ୱାର୍ଣ୍ଣରଙ୍କ ଏକ ବଡ ରେକର୍ଡ ଭଙ୍ଗ କରିଛନ୍ତି । ୱାର୍ଣ୍ଣର ଆଇପିଏଲରେ…

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ପଶ୍ଚିମବଙ୍ଗକୁ ଚିଠି ଲେଖିବେ ଓଡ଼ିଶା ସରକାର

ଭୁବନେଶ୍ୱର: କାହିଁକି ଦୀଘାରେ ନବନିର୍ମିତ ମନ୍ଦିରକୁ 'ଜଗନ୍ନାଥ ଧାମ' ନାମକରଣ କରାଯାଇଛି, ଏହାକୁ ଯଥା ଶୀଘ୍ର ହଟାଇବାକୁ ଓଡ଼ିଶା ସରକାର ପଶ୍ଚିମବଙ୍ଗ ସରକାରଙ୍କୁ ଚିଠି ଲେଖିବେ। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥିବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଓଡ଼ିଶାର ପୁରୀ…