ସାଳନ୍ଦୀ ନଦୀରେ ପ୍ରଥମ କରି ବନ୍ୟା ଜଳ ପ୍ରବେଶ; ୬୦ ଫୁଟର ଧସିଲା ନଦୀ ବନ୍ଧ
ଭଦ୍ରକ: ସାଳନ୍ଦୀ ନଦୀରେ ପ୍ରଥମ କରି ପ୍ରବେଶ କରିଛି ବନ୍ୟା ଜଳ । ଗତକାଲିରୁ ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହଦଗଡ଼ ଡ୍ୟାମରେ ଗେଟ ଖୋଲା ଯାଇଥିଲା। ଡ୍ୟାମ ଗେଟ ଖୋଲିବାରୁ ୧୫ କ୍ୟୁସେକ ଜଳ ନଦୀକୁ ଛଡା ଯାଉଥିଲା।
ଏହି ନଦୀର ସ୍ରୋତ ଏତେ ପ୍ରଖର ଥିଲା ରେ ସାଳନ୍ଦୀର ବିଲନା ଲଞ୍ଜା ଠାରେ…