ଓଏସସିଏସଏଲର ମୁଖ୍ୟ ସିଭିଲ୍ ସପ୍ଲାଏ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ
ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଗୁରୁବାର ଦିନ ଗଞ୍ଜାମର ଛତ୍ରପୁରରେ ରାଜ୍ୟ ସିଭିଲ୍ ସପ୍ଲାଏ କର୍ପୋରେସନ୍ ଲିମିଟେଡ୍ (ଓଏସସିଏସଏଲ)ର ମୁଖ୍ୟ ସିଭିଲ୍ ସପ୍ଲାଏ ଅଧିକାରୀ (ସିସିଏସଓ)-କମ୍-ଜିଲ୍ଲା ପରିଚାଳକ ପୁଷା ମୁଣ୍ଡାଙ୍କୁ ଗିରଫ କରିଛି।
ବୁଧବାର ଦିନ ପୁଷା ତାଙ୍କ ଭଡ଼ା ଘରୁ ଅଫିସ…