ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିଅରିଂ ଛାଡିଲା ଓଡ଼ିଶା ଡ୍ରାଇଭର ମହାସଂଘ: ହନ୍ତସନ୍ତ ଯାତ୍ରୀ
ଭୁବନେଶ୍ୱର: ଆଜିଠୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନର ଡାକରା ଦେଇଛି ଓଡ଼ିଶା ଡ୍ରାଇଭର ମହାସଂଘ । ୭ ଦଫା ଦାବି ନେଇ ରାଜ୍ୟ ବ୍ୟାପୀ ଡ୍ରାଇଭର ମହାସଂଘ ଆଜିଠୁ ଆନ୍ଦୋଳନକୁ ଓହ୍ଲାଇଛି । ଓଡ଼ିଶା ଡ୍ରାଇଭର ମହାସଂଘ ଆଜି ଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିଅରିଂ ଛାଡ ଆନ୍ଦୋଳନ ଆରମ୍ଭ କରିବା ନେଇ…