ଆଇପିଏଲ ୨୦୨୫: ପ୍ଲେ ଅଫରେ ପ୍ରବେଶ କଲେ ଏହି ୪ଟି ଟିମ
ମୁମ୍ବାଇ: ଆଇପିଏଲ ୨୦୨୫ରେ ୪ଟି ଟିମ ଟିମ ପ୍ଲେ ଅଫରେ ପ୍ରବେଶ କରିଛନ୍ତି । ଏହି ଟିମଗୁଡିକ ହେଲା ଗୁଜରାଟ ଟାଇଟାନ୍ସ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର, ପଞ୍ଜାବ କିଙ୍ଗସ ଓ ମୁମ୍ବାଇ ଇଣ୍ଡିଆନ୍ସ । ୫ ଥର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗସ ଏଥର ପଂଏଟ ଟେବୁଲର ଶେଷ ସ୍ଥାନରେ ରହିଛି । ଗୁଜରାଟ…