ମୁଖ୍ୟମନ୍ତ୍ରୀଙ୍କ ‘ଆମେ ପଢିବା ଆମ ଭାଷାରେ’ ଏବଂ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ନେଇ ସମୀକ୍ଷା
ଭୁବନେଶ୍ବର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ରାଜ୍ୟର ଅଙ୍ଗନବାଡି କେନ୍ଦ୍ର ମାନଙ୍କରେ କାର୍ଯ୍ୟକାରୀ ହେଉଥିବା ‘ଆମେ ପଢିବା ଆମ ଭାଷାରେ’ ଏବଂ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେବାକୁ ଥିବା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ…