ବେଲୁଚିସ୍ତାନରେ ସ୍କୁଲ ବସ୍ ଉପରେ ଆତଙ୍କବାଦୀ ଆକ୍ରମଣ, ୪ ମୃତ, ୩୮ ଆହତ
କରାଚୀ: ପାକିସ୍ତାନର ବେଲୁଚିସ୍ତାନରେ ସ୍କୁଲ ବସ୍ ଉପରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି । ଆତଙ୍କବାଦୀମାନେ ସ୍କୁଲ ବସ୍କୁ ଟାର୍ଗେଟ କରିଥିଲେ । ଏହି ଆକ୍ରମଣରେ ବସ୍ରେ ଥିବା ଚାରି ଜଣ ପିଲାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩୮ ଜଣ ଆହତ ହୋଇଛନ୍ତି । ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏକ…