ଜୁଲାଇ ୮ରେ ବିଜେପି ରାଜ୍ୟ ସଭାପତି ଚୟନ
ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ । ଆସନ୍ତା ୭ରେ ନାମାଙ୍କନ ଓ ୮ରେ ରାଜ୍ୟ ସଭାପତି ନିର୍ବାଚନ ପାଇଁ ଭୋଟିଂ ହେବ । ଏହା ପରେ ଫଳାଫଳ ଘୋଷଣା ସହ ନୂଆ ସଭାପତିଙ୍କ ନାଁ ଘୋଷଣା ହେବ । ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ.କେ.ଲକ୍ଷ୍ମଣଙ୍କ…