ଶ୍ରୀକ୍ଷେତ୍ର ଭଉଁରୀ ତିଥିରେ ଚକ ଅଖ ଡେରା ନୀତି ସମ୍ପନ୍ନ
ପୁରୀ: ଆଜିଠାରୁ ଆରମ୍ଭ ହୋଇଛି ରଥ ନିର୍ମାଣର ଆଉ ଏକ ପର୍ଯ୍ୟାୟ କାର୍ଯ୍ୟ। ଗତ ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ଅନୁକୂଳ କରାଯାଇଥିବା ବେଳେ ଆଜି ରଥର ଚକ ଓ ଅଖ ସଂଯୋଗର ଅନୁକୂଳ କରାଯାଇଛି। ପରମ୍ପରା ଅନୁଯାୟୀ ଆଜି ଭଉଁରୀ ଅବସରରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବା ପରେ…