Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ତାଳଚେର ଥାନା ଏଏସଆଇ

ତାଳଚେର: ଭିଜିଲାନ୍ସ ଜାଲରେ ତାଳଚେର ଥାନା ଏଏସଆଇ ଧରଣୀଧର ନାଥ । ୪୧ ସିଆରପିସି ବେଲ୍ କରାଇ ଦେବା ପାଇଁ ଜନ୍ଦାବାହାଳ ଗ୍ରାମର ପ୍ରୀତି ରଞ୍ଜନ ଭୁକ୍ତାଙ୍କ ଠାରୁ ନେଉଥିଲେ ୩ ହଜାର ଟଙ୍କା ଲାଞ୍ଚ । ଲାଞ୍ଚ ନେବାବେଳେ ମାଡ଼ି ବସିଲା ଭିଜିଲାନ୍ସ । ଧରଣୀଧରଙ୍କ ପୈତୃକ ଘର ଛେଣ୍ଡିପଦା ଖମାର…

ଜଳ ଓ ଜୀବାଣୁ ବାହିତ ରୋଗ ନିରାକରଣ ପାଇଁ ସ୍ଵତନ୍ତ୍ର ମିଳିତ ଅଭିଯାନ

ଭୁବନେଶ୍ୱର: ଚଳିତ ବର୍ଷା ଋତୁରେ ସମ୍ଭାବ୍ୟ ଜଳବାହିତ ଏବଂ ଜୀବାଣୁ (ଭେକ୍ଟର) ବାହିତ ରୋଗର ପ୍ରତିରୋଧ ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ତରଫରୁ ସ୍ଵତନ୍ତ୍ର ମିଳିତ ଅଭିଯାନ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି…

ସିଫୁଡ୍ ଏକ୍ସପୋ ଭାରତ-୨୦୨୫ରେ ଏକ୍ରିକ୍, ଓଡ଼ିଶା ହାତେଇଲା ପ୍ରଥମ ପୁରସ୍କାର

ଭୁବନେଶ୍ୱର: ଜୁଲାଇ ୧ରୁ ୩ ତାରିଖ ପର୍ଯ୍ୟନ୍ତ ଚେନ୍ନାଇ ବ୍ୟବସାୟିକ କେନ୍ଦ୍ର (ଟ୍ରେଡ୍ ସେଣ୍ଟର)ରେ ଅନୁଷ୍ଠିତ ହୋଇଥିଲା “ସିଫୁଡ୍ ଏକ୍ସପୋ ଭାରତ-୨୦୨୫ (ଏସଇବି-୨୫)” । ଏଥିରେ ଓଡ଼ିଶାରୁ ଅଂଶ ଗ୍ରହଣ କରିଥିବା ଇସିଆରଆଇସିସି(ଏକ୍ରିକ୍) ପ୍ରକଳ୍ପ ସରକାରୀ କ୍ଷେତ୍ର ବିଭାଗରେ ପ୍ରଥମ ସ୍ଥାନ…

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାମଲା: ଗିରଫ ହେଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ଭୁବନେଶ୍ୱର ମୁନିସିପାଲ କର୍ପୋରେସନ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ଗିରଫ ହେଲେ ଅଭିଯୁକ୍ତ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗୁରୁବାର ରାତିରେ ଜଗନ୍ନାଥ ଭୁବନେଶ୍ଵର ଡିସିପି ଅଫିସରେ ପହଞ୍ଚି ଆତ୍ମସମର୍ପଣ କରିବା ପରେ ପୋଲିସ ତାଙ୍କୁ…

WINDS ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଓଡ଼ିଶା ସରକାରଙ୍କ ସ୍କାଏମେଟ୍ ୱେଦର ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ପାଣିପାଗ ସୂଚନା ନେଟୱାର୍କ ଡାଟା ସିଷ୍ଟମ (WINDS) ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସ୍କାଇମେଟ୍ ୱେଦର୍ ସର୍ଭିସେସ୍…

ଗିଲଙ୍କ ଦ୍ୱିଶତକ, ଭାରତ ୫୮୭ରେ ଅଲଆଉଟ

ବର୍ମିଂହାମ: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଅଧିନାୟକ ଶୁଭମନ ଗିଲଙ୍କ ଆକର୍ଷଣୀୟ ଦ୍ୱିଶତକ ବଳରେ ଭାରତ ପ୍ରଥମ ଇନିଂସରେ ୫୮୭ ରନ କରି ଅଲଆଉଟ ହୋଇ ଯାଇଛି । ଗିଲ ୨୬୯ ରନ କରି ଆଉଟ ହୋଇଥିଲେ । ଅଧିନାୟକ ଭାବେ ଇଂଲଣ୍ଡ ମାଟିରେ ପ୍ରଥମ ଭାରତୀୟ ଖେଳାଳି ଭାବେ ସେ ଦ୍ୱିଶତକ ହାସଲ…

ବହୁ ପ୍ରତୀକ୍ଷିତ ‘ରାମାୟଣ’ର ଟିଜର ଆଉଟ୍; ରାମ ଓ ରାବଣ ଝଲକ…

ମୁମ୍ବାଇ: ନିତେଶ ତିୱାରୀଙ୍କ ବହୁ ପ୍ରତୀକ୍ଷିତ ପୌରାଣିକ ଚଳଚ୍ଚିତ୍ର 'ରାମାୟଣ'ର ପ୍ରଥମ ଲୁକ୍ ଆଜି ଲଞ୍ଚ ହୋଇଛି। ରଣବୀର କପୁର, ସାଇ ପଲ୍ଲବୀ ଏବଂ ୟଶଙ୍କ ପରି ଷ୍ଟାରଙ୍କ ଅଭିନୀତ ଏହି ମେଗା ଫିଲ୍ମର ପ୍ରୋମୋ ଦେଶର ୯ଟି ବଡ଼ ସହରରେ ଏକକାଳୀନ ପ୍ରଦର୍ଶିତ ହୋଇଥିଲା। ଫିଲ୍ମର ପ୍ରଥମ ଲୁକ୍…

ପୁଣି ୯,୦୦୦ କର୍ମଚାରୀଙ୍କୁ ଛଟେଇ କରିବ ମାଇକ୍ରୋସଫ୍ଟ

ନୂଆଦିଲ୍ଲୀ: ବିଶ୍ୱର ପ୍ରମୁଖ ଟେକ୍ କମ୍ପାନୀଗୁଡ଼ିକ ମଧ୍ୟରୁ ଗୋଟିଏ ମାଇକ୍ରୋସଫ୍ଟ। ପୁଣିଥରେ କମ୍ପାନୀ ବିଶ୍ୱସ୍ତରରେ କର୍ମଚାରୀଙ୍କ ସଂଖ୍ୟା ୪ ପ୍ରତିଶତକୁ ଛଟେଇ କରିବାକୁ ଯାଉଛି। ଏକ ରିପୋର୍ଟ ଅନୁଯାୟୀ ୯୦୦୦ରୁ ଅଧିକ ମାଇକ୍ରୋସଫ୍ଟ କର୍ମଚାରୀ ଛଟେଇର ସମ୍ମୁଖୀନ ହେଉଛନ୍ତି। ଏହି ବଡ଼…

“ଶବରୀ ସାଂସ୍କୃତିକ ଭବନ” ଓଡ଼ିଶାବାସୀଙ୍କ ସ୍ୱାଭିମାନର ପରିଚୟ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଗୁରୁବାର ଶବରୀ ସାଂସ୍କୃତିକ ପରିଷଦର “ଶବରୀ ଭବନ”ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ଭୁବନେଶ୍ୱରସ୍ଥ ଆଇଆରସି ଭିଲେଜ ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ନିମନ୍ତେ “ଶବରୀ…

ପଠାନକୋଟ କ୍ୟାଣ୍ଟରୁ ଦକ୍ଷିଣ ଭାରତକୁ ଯାତ୍ରା କରିବ ‘ଭାରତ ଗୌରବ’ ଟ୍ରେନ 

ନୂଆଦିଲ୍ଲୀ: ଦକ୍ଷିଣ ଭାରତର ପ୍ରସିଦ୍ଧ ଧାର୍ମିକ ସ୍ଥଳଗୁଡ଼ିକୁ ଦର୍ଶନ କରିବାକୁ ଚାହୁଁଥିବା ଭକ୍ତମାନଙ୍କ ପାଇଁ ଭାରତ ଗୌରବ ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସ୍ୱତନ୍ତ୍ର ଟ୍ରେନ 28 ଜୁଲାଇରେ ଦକ୍ଷିଣ ଭାରତର ଦିବ୍ୟ ଯାତ୍ରାରେ ବାହାରୁଛି। ଏହି ୧୩ ଦିନିଆ ଯାତ୍ରା ପଠାନକୋଟ…