Latest Odisha News

BREAKING NEWS

ଗ୍ରୀଷ୍ମ ପ୍ରବାହ ନିୟନ୍ତ୍ରଣ ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ଆଗାମୀ ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜନସାଧାରଣଙ୍କ ଜୀବନ ଓ ଜୀବିକାର ସୁରକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗଙ୍କ…

ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ତାଳଚେର: ପୋଲିସ ବାବୁଙ୍କ ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ । ଏଭଳି ଖବର ସାମ୍ନାକୁ ଆସିଛି ଅନୁଗୁଳ ଜିଲ୍ଲା ତାଳଚେର ବଲଣ୍ଡା ଅଞ୍ଚଳରେ । ମୃତକ ହେଲେ ସ୍ଥାନୀୟ ଗୁରୁଦ୍ୱାର ଅଞ୍ଚଳର ୪୦ ବର୍ଷୀୟ ସୁଶାନ୍ତ ସାହୁ । ସୂଚନା ଅନୁସାରେ, ମଙ୍ଗଳବାର ସକାଳୁ ସୁଶାନ୍ତ ନନ୍ଦିରା ଅଞ୍ଚଳକୁ ନିଜ…

ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀଙ୍କ ଏକ୍ସ ଆକାଉଣ୍ଟ ବ୍ଲକ୍ କଲା ଭାରତ

ନୂଆଦିଲ୍ଲୀ: ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ଏକ୍ସ’ ଆକାଉଣ୍ଟକୁ ବନ୍ଦ କରିଛି ଭାରତ। ଭାରତରେ ଖୱାଜାଙ୍କ ଆକାଉଣ୍ଟକୁ ନିଷିଦ୍ଧ କରାଯାଇଛି। କାଶ୍ମୀର ସମ୍ପର୍କରେ ଖୱାଜା ଭୁଲ ତଥ୍ୟ ପ୍ରଚାର କରୁଥିବା ଏବଂ ଭାରତରେ ଆତଙ୍କବାଦକୁ ପ୍ରୋତ୍ସାହିତ ଓ ସମର୍ଥନ କରୁଥିବାରୁ କେନ୍ଦ୍ର…

ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ସ୍ୱାସ୍ଥ୍ୟସେବାରେ ବଡ ଭୂମୀକା ଗ୍ରହଣ କରିବ ଆୟୁଷ୍ମନ କାର୍ଡ। ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ ହୋଇଛନ୍ତି। ତେବେ ଏହି ସେବାରୁ ଯେପରି କୌଣସି ବି ହିତାଧିକାରୀ ବାଦ…

ଜମ୍ମୁ କଶ୍ମୀରରେ ବନ୍ଦ ହେଲା ଏହି ୪୮ଟି ପର୍ଯ୍ୟଟନ ସ୍ଥଳୀ

ଶ୍ରୀନଗର: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ସାରା ରାଜ୍ୟରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀର ଅପରେସନ ଜାରି ରହିଛି । ସେନା ଏବଂ ପୋଲିସ କର୍ମଚାରୀମାନେ ନିରନ୍ତର ସର୍ଚ୍ଚ ଅପରେସନ୍ ଚଳାଇଛନ୍ତି ଏବଂ ବାଛି ବାଛି ଆତଙ୍କବାଦୀମାନଙ୍କୁ ହତ୍ୟା କରୁଛନ୍ତି ଏବଂ…

ଆତଙ୍କବାଦୀ ଆକ୍ରମଣ ବେଳେ କାହିଁକି ‘ଆଲ୍ଲାହୁ ଆକବର’ କହିଥିଲେ ଜିପ୍ ଲାଇନ ଅପରେଟର…

ଶ୍ରୀନଗର: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଆଉ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ପର୍ଯ୍ୟଟକଙ୍କ ଉପରେ ଗୁଳିମାଡ଼ ହେଉଥିବା ଦେଖିବାକୁ ମିଳୁଛି।ଏହି ଭିଡିଓଟି ଅହମ୍ମଦାବାଦର ବାସିନ୍ଦା ରିଷି ଭଟ୍ଟ ନାମକ ଜଣେ ବ୍ୟକ୍ତି ଜାରି କରିଛନ୍ତି। ଭିଡିଓଟି ସୋସିଆଲ ମିଡିଆରେ…

ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା; ରାଜ୍ୟର ଉପକୂଳ ଗୁଡିକର ବଢିଲା ସୁରକ୍ଷା ବ୍ୟବସ୍ଥା

ପୁରୀ: ଜମ୍ମୁ କଶ୍ମୀର ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ହାଇଆଲର୍ଟରେ ସମଗ୍ର ଭାରତ । ଦେଶର ମୁମ୍ବାଇ, ଦିଲ୍ଲୀ ଭଳି ପ୍ରମୁଖ ସହର ଗୁଡିକରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଗତକାଲି ଦେଶର ସମସ୍ତ ପ୍ରମୁଖ ରେଳ ଷ୍ଟେସନଗୁଡିକ ସହ ଭୁବନେଶ୍ବର ରେଳ ଷ୍ଟେସନରେ ମଧ୍ୟ ଫ୍ଲାଗ୍…

ଏଥର ବର୍ଷା ଦିନେ ବି ଅସହ୍ୟ କରିବ ତାତି ଓ ଗୁଳୁଗୁଳି, ଏହି ଦୁଇ ମାସ କମ୍‌ ବର୍ଷା ଆଶଙ୍କା

ଭୁବନେଶ୍ୱର: ଏଥର ବର୍ଷା ଦିନେ ବି ଅସହ୍ୟ କରିବ ତାତି ଓ ଗୁଳୁଗୁଳି। ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଚଳିତ ବର୍ଷ ଦୁଇ ମାସ କମ୍‌ ବର୍ଷା ହେବା ନେଇ ଆଶଙ୍କା ରହିଛି। ମେ ମାସରୁ ଅଗଷ୍ଟ ମାସ ଯାଏ ସ୍ୱାଭାବିକଠାରୁ ଅଧିକ ଗରମ ରହିବ। ପୁଣି ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ…

ମାଓ ସଂଗଠନକୁ ବଡ଼ ଧକ୍କା, ପଶ୍ଚିମ ବସ୍ତର ଡିଭିଜନର ୨୪ ମାଓବାଦୀଙ୍କ ଆତ୍ମସମର୍ପଣ

ରାୟପୁର: ଛତିଶଗଡ଼ ବିଜାପୁର ମାଓ ସଂଗଠନକୁ ବଡ଼ ଧକ୍କା। ପଶ୍ଚିମ ବସ୍ତର ଡିଭିଜନର ୨୪ ମାଓବାଦୀ କଲେ ଆତ୍ମସମର୍ପଣ। ଛତିଶଗଡ଼ ସରକାରଙ୍କ ନିକଟରେ ଆତ୍ମସମର୍ପଣ କଲେ। ଶାନ୍ତି ବାର୍ତ୍ତା ପାଇଁ ପୁଣି ପତ୍ର ଜାରି କଲା କେନ୍ଦ୍ରୀୟ ମାଓ ସଂଗଠନ। ଅନୁକୂଳ ବାତାବରଣ ସୃଷ୍ଟି କଲେ ସଂଗଠନ ଶାନ୍ତି…

ପାକିସ୍ତାନୀ ଭାରତ ଛାଡିବା ପ୍ରସଙ୍ଗ; ଆଜି ମେଡିକାଲ ଭିସାଧାରୀଙ୍କ ପାଇଁ ସରୁଛି ସମୟସୀମା

ଭୁବନେଶ୍ବର: ଜମ୍ମୁ-କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅନେକ କଡ଼ା ପଦକ୍ଷେପ ନେଉଛନ୍ତି ଭାରତ ସରକାର । ସେଥିମଧ୍ୟରୁ ଗୋଟିଏ ହେଲା ଅଟାରୀ-ବର୍ଡରକୁ ଅସ୍ଥାୟୀ ରୂପେ ବନ୍ଦ କରିବା ଏବଂ ପାକିସ୍ତାନ ନାଗରିକଙ୍କ ଭିସା ରଦ୍ଦ କରି ସେମାନଙ୍କୁ ୪୮ ଘଣ୍ଟା ଭିତରେ…