ରାଜଧାନୀ ରାଜରାସ୍ତାରେ ପାକିସ୍ତାନୀ ପତାକା, କିଏ ଲଗାଇଲା ଚିହ୍ନଟ କରି ଗିରଫ କରିବାକୁ ଦାବି
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ରାଜରାସ୍ତାରେ ପାକିସ୍ତାନୀ ପତାକା ଲାଗିଥିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି। ସଂଧ୍ୟା ସମୟରେ ରୂପାଲି ଛକରେ ପାକିସ୍ତାନୀ ପତାକା ଓ ଷ୍ଟିକର ଲାଗିଥିବା ଦେଖିବାକୁ ମିଳିଛି, ଯାହାକୁ ନେଇ ସହରରେ ଚର୍ଚ୍ଚା ଜୋର ଧରିଛି। ଏହି ଜନଗହଳିପୂର୍ଣ୍ଣ…