Latest Odisha News

BREAKING NEWS

ବିଚ୍ ରାସ୍ତାରେ ଅତର୍କିତ ଆକ୍ରମଣ କଲେ ଦୁବୃର୍ତ୍ତ, ଗୁରୁତର ଯୁବକ ଡାକ୍ତରଖାନାରେ ଭର୍ତ୍ତି

ମୟୂରଭଞ୍ଜ: ବାରିପଦାରେ ବିଚ୍ ରାସ୍ତାରେ ଛୁରାମାଡ । ଟାଉନ୍‌ ଥାନା ଷ୍ଟେସନ୍ ବଜାର ନିକଟରେ ଛୁରାମାଡ଼ । ଗୁରୁତର ଅବସ୍ଥାରେ PRM ମେଡିକାଲ୍‌ରେ ଯୁବକ ଭର୍ତ୍ତି ହୋଇଛନ୍ତି । ଯୁବକ ଜଣକ ନାଁ ମୁନା ଯାଦବ । ଖବର ଅନୁଯାୟୀ,ଯୁବକ ଜଣକ ସ୍ଥାନୀୟ ଏକ ବିଦେଶୀ ମଦ ଦୋକାନର କର୍ମଚାରୀ ବୋଲି ସୂଚନା…

କିଏ ହେବେ ଦଲାଇଲାମାଙ୍କ ଉତ୍ତରାଧିକାରୀ…

ନୂଆଦିଲ୍ଲୀ: ତିବ୍ଦତୀୟ ଧର୍ମଗୁରୁ ଦଲାଇଲାମା ଖୁବ୍ ଶୀଘ୍ର ୯୦ ବର୍ଷ ବୟସରେ ପଦାର୍ପଣ କରିବାକୁ ଯାଉଛନ୍ତି। ବର୍ଦ୍ଧିତ ବୟସ ଯୋଗୁଁ ଉତ୍ତରାଧିକାରୀ ଏବଂ ତାଙ୍କ ନିର୍ବାଚନ ବିଷୟରେ ପ୍ରାୟତଃ ଆଲୋଚନା ହୋଇଥାଏ। ସେ ୧୪ ତମ ଦଲାଇଲାମା ଏବଂ ତାଙ୍କ ଉତ୍ତରାଧିକାରୀ ୧୫ ତମ ଲାମା ଭାବରେ ଜଣାଯିବେ।…

ୟୁଏଇରେ ଖେଳାଯିବ ଏସିଆ କପ କ୍ରିକେଟ: ରିପୋର୍ଟ

ନୂଆଦିଲ୍ଲୀ : ଏସିଆ କପ କ୍ରିକେଟ ସେପ୍ଟେମ୍ବର ୫ରୁ ୟୁଏଇରୁ ଆରମ୍ଭ ହୋଇପାରେ । ଟାଇମ୍ସ ଅଫ ଇଣ୍ଡିଆରେ ପ୍ରକାଶିତ ରିପୋର୍ଟ ଅନୁସାରେ ଏହାର ଫାଇନାଲ ମ୍ୟାଚ ସେପ୍ଟେମ୍ବର ୨୧ରେ ଖେଳାଯିବ । ଗ୍ରୁପ ଷ୍ଟେଜ ଓ ସୁପର ୪ ଫର୍ମାଟ ବିଚାରକୁ ନେଲେ ଭାରତ ଓ ପାକିସ୍ତାନ ମଧ୍ୟରେ ୨ ଥର ମୁକାବିଲା ହେବ ।…

ସଂସଦ ସୁରକ୍ଷା ତ୍ରୁଟି ମାମଲା: ୨ ଅଭିଯୁକ୍ତଙ୍କୁ ଜାମିନ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ: ସଂସଦର ସୁରକ୍ଷାରେ ତ୍ରୁଟି ମାମଲାରେ ଅଭିଯୁକ୍ତଙ୍କୁ ମିଲିଲା ଜାମିନ୍ । ବୁଧବାର ଦିଲ୍ଲୀ ହାଇକୋର୍ଟ ଦୁଇ ଅଭିଯୁକ୍ତ ନୀଲମ ଆଜାଦ ଏବଂ ମହେଶ କୁମାୱତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ଦିଲ୍ଲୀ ପୋଲିସ ନୀଲମ ଆଜାଦ ଏବଂ ମହେଶ କୁମାୱତଙ୍କ ଜାମିନ ଆବେଦନକୁ ବିରୋଧ କରିବା…

ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା, ୪ ଓଡ଼ିଆ ମୃତ

ହାଇଦ୍ରାବାଦ\ଭୁବନେଶ୍ୱର: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣାରେ ୪ ଓଡ଼ିଆ ମୃତ। ୪ ଜଣ ଆହତ। ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର। ଏଯାଏଁ ବିସ୍ଫୋରଣ ଘଟଣାରେ ୩୭ରୁ ଊର୍ଦ୍ଧ୍ବ ଲୋକଙ୍କ…

ଜୀବନ ନେଉଛି କି କରୋନା ଟୀକା?, ସ୍ପଷ୍ଟିକରଣ ରଖିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ….

ନୂଆଦିଲ୍ଲୀ: କରୋନା ଭ୍ୟାକସିନକୁ ନେଇ ଏବେ ଅନେକ କଳ୍ପନାଜଳ୍ପନା ଆରମ୍ଭ ହୋଇଛି । ବର୍ତ୍ତମାନ ଯୁବକଙ୍କଠାରେ ହୃଦଘାତର ଆଶଙ୍କା ଅଧିକ ଦେଖାଦେଇଛି । ଯାହାକି କୋଭିଡ୍ ଭ୍ୟାକସିନ୍ ନେବା ପରଠାରୁ ଅଧିକ ହେଉଥିବା କୁହାଯାଉଛି । ଏନେଇ ପୂର୍ବରୁ ଦାବି ହେଉଥିବା ବେଳେ ଏବେ କର୍ଣ୍ଣାଟକ ସରକାର…

୫ ଦେଶ ଗସ୍ତରେ ବାହାରିଲେ ପ୍ରଧାନମନ୍ତ୍ରୀ ମୋଦି: ଜାଣନ୍ତୁ କାହିଁକି ଏହା ଗୁରୁତ୍ବପୂର୍ଣ୍ଣ…..

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ୨ ରୁ ୯ ଜୁଲାଇ ପର୍ଯ୍ୟନ୍ତ ୫ ଟି ଦେଶ - ଘାନା, ତ୍ରିନିଦାଦ ଏବଂ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିଆ ଗସ୍ତ ପାଇଁ ବାହାରି ଯାଇଛନ୍ତି । ଏହି ସମୟରେ, ସେ ଏହି ଦେଶର ନେତାମାନଙ୍କୁ ଭେଟିବେ, ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ…

ଲାଲକୃଷ୍ଣ ଆଡଭାନିଙ୍କୁ ହତ୍ୟା ଷଡଯନ୍ତ୍ର…୩୦ ବର୍ଷ ପରେ ଧରାପଡିଲା ଆତଙ୍କୀ ଅବୁବକର ସିଦ୍ଦିକି

ନୂଆଦିଲ୍ଲୀ: ୨୦୧୧ ମସିହାରେ ଭାରତର ପୂର୍ବତନ ଉପପ୍ରଧାନମନ୍ତ୍ରୀ ଏବଂ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିଥିଲା ବୋମା ଧମକ । ତାମିଲନାଡୁର ମଦୁରାଇରେ ରଥଯାତ୍ରା ସମୟରେ ଆଡଭାନୀଙ୍କୁ ଟାର୍ଗେଟ କରି ପାଇପ୍ ବୋମା ଖଞ୍ଜିବାକୁ ଚେଷ୍ଟା କରାଯାଇଥିଲା। ବର୍ତ୍ତମାନ…

ପ୍ରବଳ ବର୍ଷା: ଫୁଲୁଛି ବ୍ରାହ୍ମଣୀ, ମନ୍ଦିରା ଡ୍ୟାମ୍‌ରେ ଖୋଲିଲା ୬ ଗେଟ୍

ରାଉରକେଲା: ଝାଡ଼ଖଣ୍ଡ ଉପର ମୁଣ୍ଡରେ ଜାରି ରହିଥିବା ଲଗାଣ ବର୍ଷା ଯୋଗୁଁ ବ୍ରାହ୍ମଣୀ ଜଳସ୍ତର ବଢୁଛି। ମନ୍ଦିରା ଡ୍ୟାମ୍‌ରେ ବିପଦ ସଙ୍କେତ ୧୭୮.୪୨୦ ମିଟର ରହିଥିବାବେଳେ ସତର୍କ ଜଳସ୍ତର ରହିଛି ୧୭୭.୫୧୦ ମିଟର। ଆଜି ସକାଳ ୮ଟା ସୁଦ୍ଧା ବ୍ରାହ୍ମଣୀର ବନ୍ୟାଜଳ ୧୭୪.୦୫ ମିଟର ଏବଂ ଅପରାହ୍ଣରେ…

‘ଆମେରିକା ଅତି କମ୍ ଶୁଳ୍କରେ ଚୁକ୍ତି କରିବ’, ପୁଣି ଭାରତ ସହ ବାଣିଜ୍ୟ ନେଇ ଟ୍ରମ୍ପ ଦେଲେ ବଡ ବୟାନ….

ନୂଆଦିଲ୍ଲୀ: ପୂର୍ବରୁ ଭାରତ ସହ ଆମେରିକା ବାଣିଜ୍ୟ ଚୁକ୍ତି ନେଇ ଟ୍ରମ୍ପ ବାରମ୍ବାର ସଙ୍କେତ ଦେଉଥିବା ବେଳେ ଆଜି ପୁଣି ବଡ ବୟାନ ଦେିଛନ୍ତି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ବିଷୟରେ କହିଛନ୍ତି ଯେ ଦୁଇ ଦେଶ ଖୁବ୍ ଶୀଘ୍ର ଏକ ବାଣିଜ୍ୟ…