Latest Odisha News

ସିଙ୍ଗଲ୍‌ ପ୍ୟାରେଣ୍ଟ୍‌ଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି; ଶିଶୁଙ୍କ ଯତ୍ନ ପାଇଁ ମିଳିବ ୭୩୦ ଦିନ ଛୁଟି

ନୂଆଦିଲ୍ଲୀ: ସିଙ୍ଗଲ୍‌ ପ୍ୟାରେଣ୍ଟ୍ ଥିବା ସରକାରୀ କର୍ମଚାରୀଙ୍କ ସ୍ୱାର୍ଥରେ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଶିଶୁଙ୍କ ଯତ୍ନ ପାଇଁ ଏକୁଟିଆ ମାଆ ଓ ବାପାଙ୍କୁ ମିଳିବ ୭୩୦ ଦିନର ଛୁଟି। କେନ୍ଦ୍ର କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ବୁଧବାର ଲୋକସଭାରେ ଏହା କହିଛନ୍ତି।…

ଆଜି ସଂସଦରେ ବିବୃତ୍ତି ରଖିବେ ମୋଦି, ବିରୋଧୀଙ୍କୁ ଦେବେ ଜବାବ

ନୂଆଦିଲ୍ଲୀ: ସଂସଦରେ ମୋଦି ସରକାରଙ୍କ ବିରୋଧରେ ବିରୋଧୀ ଆଣିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଜାରି ରହିଛି । ଆଜି ଅନାସ୍ଥା ବିତର୍କର ତୃତୀୟ ଦିନ । ଆଜି ପ୍ରଧାନମନ୍ତ୍ରୀ ମୋଦି ଅନାସ୍ଥା ବିତର୍କରେ ସାମିଲ ହେବେ । ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ…

ସାପ ଧରିବା ପାଇଁ ଗାଇଡଲାଇନ୍ ଜାରି: ପଞ୍ଜିକରଣ କରିବେ ରାଜ୍ୟର ସବୁ ସାପ ଧରାଳି

ଭୁବନେଶ୍ୱର: ସାପ ଧରାଳିଙ୍କ ପାଇଁ ଜାରି ହେଲା ଗାଇଡଲାଇନ। ଜନବସତିରୁ ସାପ ଉଦ୍ଧାର କରିବା ଏବଂ ଅନ୍ୟ ଜାଗାରେ ଛାଡ଼ିବାକୁ ନେଇ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଗାଇଡ୍ ଲାଇନ ଜାରି କରିଛି। ରାଜ୍ୟରେ ଦିନକୁ ଦିନ ସାପ କାମୁଡା ଜନିତ ମୃତ୍ୟୁ ବୃଦ୍ଧି ହେବାରେ ଲାଗିଛି। ସାପ କାମୁଡାରେ ଗତ ୭…

ଚନ୍ଦ୍ରଶେଖରପୁର ନନ୍ଦନବିହାରରେ ଅଗ୍ନିକାଣ୍ଡ, ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ

ଭୁବନେଶ୍ଵର: ଚନ୍ଦ୍ରଶେଖରପୁର ନନ୍ଦନନବିହାରରେ ଅଗ୍ନିକାଣ୍ଡ । ନନ୍ଦନବିହାର ସ୍କାୟେଟେକ୍ ଇନଫୋସିଟି ଭିଲାରେ ଅଗ୍ନିକାଣ୍ଡ । ତିନିମହଲା ଉପରେ ଲାଗିଛି ନିଆଁ । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ତେବେ ନିଆଁ ଭିତରୁ ୩ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ସୂଚନା…

‘ପୀଡ଼ିତାଙ୍କ ପାଇଁ ବଳାତ୍କାର ଯେତିକି ଭୟଙ୍କର, ମିଥ୍ୟା ଅଭିଯୋଗ ଅଭିଯୁକ୍ତଙ୍କ ପାଇଁ ସେତିକି ବଡ଼…

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ କହିଛନ୍ତି ଯେ ଦୁଷ୍କର୍ମ ପୀଡିତାଙ୍କୁ ସବୁଠାରୁ ବଡ ଦୁଃଖ, ଅପମାନ । ଏହା ସହିତ ଯେଉଁ ବ୍ୟକ୍ତି ବିରୋଧରେ ଏଭଳି ମିଥ୍ୟା ଅଭିଯୋଗ ଆସୁଥିବ ତାହା ବି ସମ ପରିମାଣର ଚିନ୍ତାଜନକ ଏବଂ ଅପମାନ। ଏଭଳି ପରିସ୍ଥିତିରେ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ମଧ୍ୟ ଏପରି ପ୍ରଭାବରୁ…

ସାନ ଜ୍ୱାଇଁର ଛୁରାମାଡ଼ରେ ଜଣଙ୍କ ମୃତ୍ୟୁ, ୪ ଗୁରୁତର ଆହତ

ପୁରୀ: ପାରିବାରିକ କଳହକୁ ନେଇ ସାନ ଜ୍ୱାଇଁର ଆକ୍ରମଣରେ ପରିବାରର ଜଣେ ମୃତ ଓ ୪ ଗୁରୁତର ଆହତ। ଏଭଳି ଅଭାବନାୟ ଘଟଣା ଘଟିଛି ପୁରୀ ଜିଲ୍ଲା ମାଳିଯାଗା ନିକଟରେ। ମୃତକ ହେଲେ ପୁତୁରା ସୌମ୍ୟ ରଞ୍ଜନ ପ୍ରଧାନ। ଆହତମାନେ ହେଲେ ମୃତ ସୌମ୍ୟଙ୍କ ମାଆ ଗୀତା ରାଣୀ ଦାସ, ବାପା ସୁକାନ୍ତ ପ୍ରଧାନ, ଆଈ…

ଚୁନାଘାଟିରେ ଓଲଟିଲା ଟ୍ରକ୍, ଜଣେ ମୃତ

କୋଇଡ଼ା: ପୁଣି ଚୁନାଘାଟିରେ ଦୁର୍ଘଟଣା। ଟ୍ରକ୍ ଏବଂ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ଓଲଟିଲା ଟ୍ରକ୍ । ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ମୃତ । ଗତକାଲି ରାତି ପ୍ରାୟ ୧୧ଟାରେ ଦୁର୍ଘଟଣାଟି ଘଟିଥିବା ବେଳେ ପ୍ରାୟ ୮ ଘଣ୍ଟାର ପରିଶ୍ରମ ପରେ ଆଜି ସକାଳେ ମୃତ ଡ୍ରଇଭରର ମର ଶରୀରକୁ ବାହାର କରିଛି…

ମଶା ବୃଦ୍ଧି ପାଇଁ ଅନୁକୂଳ ପରିବେଶ ସୃଷ୍ଟି କଲେ ଏଣିକି ତଣ୍ଡ

ଭୁବନେଶ୍ୱର: ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଅନୁକୂଳ ହେଉଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛି। ମଶା ଲାର୍ଭା ବୃଦ୍ଧି ହେବାର ସମ୍ଭାବନା ବ୍ୟବସାୟିକ ପ୍ରତିଷ୍ଠାନ…

ବଦଳିବ ପ୍ରାଥମିକ ଶ୍ରେଣୀଗୃହ ପରିବେଶ, ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ

ଭୁବନେଶ୍ୱର: ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ। ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ବୃଦ୍ଧି ପାଇଁ ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ। ଦରିରେ ବସିବେ, ରଙ୍ଗୀନ ଡେକ୍ସରେ ଲେଖିବେ ଛାତ୍ରଛାତ୍ରୀ। କାନ୍ଥଚିତ୍ର, ଶୈକ୍ଷିକ ଉପକରଣ ବଢ଼ାଇବ ଆଗ୍ରହ। ପ୍ରଥମ ପର୍ଯ୍ୟାୟରେ ୬ ହଜାରରୁ ଊର୍ଦ୍ଧ୍ୱ…

ବାହାନଗା ଟ୍ରେନ ଦୁର୍ଘଟଣା: ଏବେ ବି ୨୯ ଜଣଙ୍କ ମୃତଦେହ ଚିହ୍ନଟ ହୋଇନି

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ୨ ମାସରୁ ଅଧିକ ଦିନ ବିତିଲାଣି। ଏହି ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ହେଲେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୯ ଜଣଙ୍କ ମୃତଦେହ ଏପର୍ଯ୍ୟନ୍ତ ଚିହ୍ନଟ ହୋଇନାହିଁ। ଏହି ଶବଗୁଡିକ ଭୁବନେଶ୍ୱର ଏମ୍ସରେ ରଖାଯାଇଛି । ପୂର୍ବ ତଟ ରେଳବାଇର…