Latest Odisha News

ଅଗଷ୍ଟ ୧୦ରୁ ସୋଆରେ ଆଇଇଇଇର ତୃତୀୟ ଆନ୍ତର୍ଜାତିକ ସମ୍ମିଳନୀ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଲେକ୍ଟ୍ରିକାଲ୍ ଆଣ୍ଡ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟର୍ସ (ଆଇଇଇଇ) ପକ୍ଷରୁ ଗୁରୁବାର ଠାରୁ “ସଷ୍ଟେନେବଲ ଏନର୍ଜି ଆଣ୍ଡ ଫ୍ୟୁଚର ଇଲେକ୍ଟ୍ରିକ୍ ଟ୍ରାନ୍ସପୋର୍ଟେସନ୍ (ସେଫେଟ-୨୦୨୩)” ଶୀର୍ଷକ ୪ ଦିନିଆ ତୃତୀୟ ଆନ୍ତର୍ଜାତିକ…

 ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶ୍ଵ  ଦେଶଜ  ଅଧିବାସୀ  ଦିବସ  ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ…

ଲୋପ ପାଇବାକୁ ପାଉଥିବା ମୂଳ ଅଧିବାସୀଙ୍କ ଭାଷାକୁ ନେଇ ଲେଖକମାନଙ୍କ ଉଦ୍‌ବେଗ

ଭୁବନେଶ୍ୱର: ବିଶ୍ୱର ସ୍ଥାନୀୟ ଅଧିବାସୀମାନେ କଥା ହେଉଥିବା ୭୦୦୦ ଭାଷା ମଧ୍ୟରୁ ପ୍ରାୟ ୪୦ ପ୍ରତିଶତ ସଂପୂର୍ଣ୍ଣ ଲୋପ ପାଇସାରିଥିବା ବେଳେ ଅନେକ ଭାଷା ଲୁପ୍ତ ହେବାକୁ ବସିଛି ବୋଲି ବୁଧବାର ବିଶେଷଜ୍ଞମାନେ ମତ ଦେଇଛନ୍ତି । ସାରା ବିଶ୍ୱ ବର୍ତମାନ ଅନେକ ଭାଷାକୁ ହରାଇବା ଭଳି ଭୟଙ୍କର…

କିସରେ ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଉଦ୍‍ଘାଟିତ

ଭୁବନେଶ୍ୱର: କିସ୍‍ ବିଶ୍ୱବିଦ୍ୟାଳୟରେ ଆଜି ବିଶ୍ୱ ନୃତତ୍ତ୍ୱ କଂଗ୍ରେସ ଉଦ୍‍ଘାଟିତ ହୋଇଛି । କିସ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୟୁନାଇଟେଡ୍‍ ଇଣ୍ଡିଆ ଆନ୍‍ଥ୍ରୋପୋଲୋଜି ଫୋରମ, ଉତ୍କଳ ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଏବଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ସହଯୋଗରେ ଅନୁଷ୍ଠିତ ଏହି…

ଆଇଟିଇଆର୍ ଓ ଟାଟା ପାୱାର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଏବଂ ଟାଟା ପାୱାର କମ୍ପାନୀ ଲିମିଟେଡ ମଧ୍ୟରେ ପ୍ରଯୁକ୍ତି ବିଦ୍ୟା ଓ ସ୍ମାର୍ଟ ଗ୍ରିଡ କ୍ଷେତ୍ରରେ ଆଦାନପ୍ରଦାନ ନିମନ୍ତେ ମଙ୍ଗଳବାର ଦିନ ଏକ ବୁଝାମଣାପତ୍ର…

୫ ବର୍ଷରେ ବିସିସିଆଇ ୪୨୯୮ କୋଟି ଟଙ୍କା ଟ୍ୟାକ୍ସ ଦେଇଛି

ନୂଆଦିଲ୍ଲୀ: ବିସିସିଆଇଠାରୁ ଭାରତ ସରକାର ଆୟକର ବାବଦକୁ ମୋଟା ଅଙ୍କର ଅର୍ଥ ପାଉଛି । ବିଶ୍ୱ କ୍ରିକେଟର ସବୁଠାରୁ ଧନୀ ବୋର୍ଡ ବିସିସିଆଇ ୫ ବର୍ଷ ମଧ୍ୟରେ ୪୨୯୮ କୋଟି ଟଙ୍କର ଟ୍ୟାକ୍ସ ବାବଦକୁ ଦେଇଛି । ବିସିସିଆଇ ଆର୍ଥୀକ ବର୍ଷ ୨୦୨୧-୨୨ରେ ୧୧୫୯ କୋଟି ଟଙ୍କା ସରକାରଙ୍କୁ ପୈଠ କରିଥିଲା ।…

ଏହି ଦେଶରେ ପ୍ରତି ବର୍ଷ ୩୦ ଲକ୍ଷ ସାପ ବଜାରକୁ ଆସିଥାଏ

ବେଜିଂ: ସାପକୁ ନେଇ ବ୍ୟାପାର । କଥାଟା ଅଡୁଆ ଓ ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ । ବୋଧହୁଏ ଚୀନ ଏକମାତ୍ର ଦେଶ ଯେଉଁଠାରେ ସବୁ କିଛି ବିକ୍ରି ହୋଇଥାଏ । ରିପୋର୍ଟ ମୁତାବକ ଚୀନର ପ୍ରତି ବର୍ଷ ୩୦ ଲକ୍ଷ ସାପ ବଜାରରେ ବିକ୍ରି ହୋଇଥାଏ । ଆମେ ଯେପରି ଖାଦ୍ୟ ପଦାର୍ଥ ଅମଳ କରିଥାଏ ଚୀନରେ ସେଭଳି ସାପ…

କେଉଁଠି ବନ୍ଧୁ ତ କେଉଁଠି ଶତ୍ରୁ, ଛତିଶଗଡ଼ରେ ହାତ ଭାଙ୍ଗିଦେଵ ଝାଡୁ!

ଭୁବନେଶ୍ୱର: ଗୋଟିଏ ପଟେ ମିଳନର କଥା ଅନ୍ୟପଟେ ଲଢ଼େଇର ଯୋଜନା। ନିର୍ବାଚନ ପାଖେଇ ଆସୁଥିବାରୁ ବିରୋଧୀ ଇଣ୍ଡିଆ ମଧ୍ୟରେ ଏମିତି କିଛି ଲଢେଇ ମଧ୍ୟ ଦେଖିବାକୁ ମିଳୁଛି। ମୋଦିଙ୍କ ନେତୃତ୍ୱରେ ଶାସନରେ ଥିବା ଏନଡିଏକୁ ହଟାଇବା ପାଇଁ ବିରୋଧୀ ମେଣ୍ଟ ଇଣ୍ଡିଆର ବିରୋଧୀ ଏକାଠି ହୋଇଛନ୍ତି। ସେପଟେ…

ଦିନିକିଆ ବିଶ୍ୱକପ କ୍ରିକେଟ: ଭାରତ-ପାକିସ୍ତାନ ସମେତ ୯ ମ୍ୟାଚର ନୂତନ କାର୍ଯ୍ୟସୂଚୀ ଜାରୀ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ଦିନିକିଆ ବିଶ୍ୱକପ ୨୦୨୩ର ନୂତନ କାର୍ଯ୍ୟସୂଚୀ ଜାରି କରିଛି । ଭାରତ-ପାକିସ୍ତାନ ସମେତ ୯ ମ୍ୟାଚର ତାରିଖ ବଦଳିଛି । ନୂତନ କାର୍ଯ୍ୟସୂଚୀ ଅନୁସାରେ ଭାରତ-ପାକିସ୍ତାନ ମ୍ୟାଚ ଅହମ୍ମଦାବାଦରେ ୧୪ ଅକ୍ଟୋବରରେ ଖେଳାଯିବ । ସେହିପରି ଇଡେନଗାଡେର୍ନରେ…

ଖୁବ ଶୀଘ୍ର ବଦଳିବ ଏହି ରାଜ୍ୟର ନାମ; କ’ଣ ରହିବ ନୂଆ ନାଁ, ଜାଣନ୍ତୁ

ନୂଆଦିଲ୍ଲୀ : ବଦଳିବ କେରଳର ନାଁ । ନୂଆ ନାଁରେ ପରିଚିତ ହେବ ଏହି ରାଜ୍ୟ । ଏ ନେଇ କେରଳ ବିଧାନସଭାରେ ସର୍ବସମ୍ମତି କ୍ରମେ ଏକ ପ୍ରସ୍ତାବ ବିନା ସଂଶୋଧନରେ ପାରିତ ହୋଇଛି  । ବିଧାନସଭାରେ ଏହି ପ୍ରସ୍ତାବ ଗୃହୀତ ହେବା ପରେ କେନ୍ଦ୍ର ସରକାରଙ୍କୁ ସମ୍ବିଧାନ ତଥା ସମସ୍ତ ସରକାରୀ ରେକର୍ଡରେ ନୂଆ…