ଆଜିଠୁ ବର୍ଷିବ! ବିଜୁଳି ଓ ଘଡ଼ଘଡ଼ି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଆଜିଠୁ ୪ ଦିନ କାଳବୈଶାଖୀ ବର୍ଷା। ବିଜୁଳି ଓ ଘଡ଼ଘଡ଼ି ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜି ଅପରାହ୍ଣରେ ମାଲକାନଗିରି, ଗଞ୍ଜାମ, କୋରାପୁଟ ଓ ମୟୂରଭଞ୍ଜରେ ବିଜୁଳି, ଘଡ଼ଘଡ଼ିର ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଣ୍ଟା ପ୍ରତି…