Latest Odisha News

ଆଜି ଶ୍ରୀଜିଉଙ୍କ ବନକଲାଗି: ସନ୍ଧ୍ୟା ୬ରୁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ବହୁ ବାଦ ବିବାଦ ପରେ ଶେଷରେ ଆଜି ହେବ ଶ୍ରୀଜିଉଙ୍କର ବନକ ଲାଗି ନୀତି । ଚମକିବେ କାଳିଆ ସାଆନ୍ତ । ମହାପ୍ରଭୂଙ୍କ ଦ୍ବିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ଏହି ନୀତି ସମ୍ପନ୍ନ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୧ଟା ଦୀର୍ଘ ୫ ଘଣ୍ଟା ପର୍ଯ୍ୟନ୍ତ…

ଦ୍ୱିତୀୟ ଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହେଲେ ଅଙ୍କିତା ଲୋଖଣ୍ଡେ, ଲିପଲକ୍ ଭିଡିଓ ଭାଇରାଲ

ମୁମ୍ବାଇ: ଛୋଟ ପରଦାର ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍‌। ଅଙ୍କିତା ଲୋଖଣ୍ଡେ-ବିକି ଜୈନ ଆଜିକାଲି ସେମାନଙ୍କ ବିବାହକୁ ନେଇ ଖୁବ ଚର୍ଚ୍ଚିତ। ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ସେୟାର କରିଛନ୍ତି। ଯାହାକୁ ନେଇ ଜୋରଦାର ଆଲୋଚନା ଚାଲିଛି। ଅଙ୍କିତା…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଇଡି ସମନ, ଜମି ଦୁର୍ନୀତି ମାମଲାରେ ୧୪ ରେ ଜେରା

ରାଞ୍ଚି: ଜମି ଦୁର୍ନିତୀ ମାମଲାରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସମନ ଜାରି କରିଛି। ମାମଲା ସଂଖ୍ୟା ୨୫/୨୩ ଆଧାରରେ ଏହି ନୋଟିସ୍ ପଠାଯାଇ ଅଗଷ୍ଟ ୧୪ ରେ ହାଜର ହେବାକୁ ଇଡି କାର୍ଯ୍ୟାଳୟକୁ ଡକାଯାଇଛି। ହେମନ୍ତ ସୋରେନଙ୍କ ବିରୋଧରେ ଜାଲ୍…

ବଦଳିଲା ପୁରୀ-ତାଳଚେର ପାସେଞ୍ଜର ଟ୍ରେନ ମେମୁ ରେକ୍, ୧୭୬୪ ଯାତ୍ରୀ କରିପାରିବେ ଯାତ୍ରା

ଜଟଣୀ: ବଦଳିଲା ପୁରୀ-ତାଳଚେର ପାସେଞ୍ଜର ଟ୍ରେନ ମେମୁ ରେକ୍। ପୂର୍ବରୁ ବ୍ୟବସ୍ଥା ଥିବା ଆଇସିଏଫ୍ ରେକ୍‌କୁ ମେମୁ ରେକ୍‌ରେ ପରିବର୍ତ୍ତନ କରାଯାଇଛି। ଯାତ୍ରୀଙ୍କ ସୁଗମ ଯାତ୍ରା ପାଇଁ ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ଏହାଦ୍ୱାରା ବସିବା ଓ ଛିଡ଼ା ହୋଇ…

୧୮ ରେ ଜାଗା ମିଶନ ପଟ୍ଟା ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜାଗା ମିଶନରେ ଉପକୃତ ହେବେ ଭୂମିହୀନ ବସ୍ତିବାସିନ୍ଦା। ସେମାନଙ୍କୁ ଭୂମି ଅଧୀକାର ପ୍ରମାଣପତ୍ର ପ୍ରଦାନ କରିବେ ରାଜ୍ୟ ସରକାର। ମହାନଗର ନିଗମ ଅଞ୍ଚଳରେ ଭୂମିହୀନଙ୍କୁ ନଜସ୍ୱ ଜମିପଟ୍ଟା ମିଳିବ। ସମ୍ଭବତଃ ଆସନ୍ତା ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଜରିଆରେ…

କବିତା : କଳଙ୍କ

ସୁମିତା ବେହେରା  ଏ କବି , ତୁମେ ମୋତେ ଜାଣ, ମୋତେ ବୁଝ, ମୋତେ ଭଲପାଅ ମୋତେ ନେଇ ତୁମର କେତେ କବିତା କେତେ କାହାଣୀ ନିକଟରୁ ଅନୁଭବ କରିବାକୁ , ମୋତେ ଟିକେ ଛୁଇଁବାକୁ, ତୁମେ କାଟିଦିଅ ଦିନ, ମାସ ,ବର୍ଷ ନିଦହରା ରଜନୀ । ଏ କବି , କୋଉଠୁ ଶିଖିଲ ଏମିତି ନିବିଡ଼ ଭାବେ ଭଲପାଇବା ?…

ଓଡ଼ିଶାରେ ଶାହ କଲେ ନବୀନଙ୍କ ପ୍ରଶଂସା, ଦିଲ୍ଲୀରେ ପିନାକୀ କଲେ ମୋଦୀଙ୍କ ପ୍ରଶଂସା

ଭୁବନେଶ୍ୱର: ପଲ୍ଲୀରେ ବିଜେଡି-ବିଜେପି କର୍ମୀ ଓ ନେତା ପରସ୍ପରକୁ ଟାର୍ଗେଟ କରିବାକୁ ଯାଇ ମାରପିଟ ହେଉଥିବାର ନଜିର ରହିଛି। ଏବେ କିନ୍ତୁ ଦୁଇ ଦଳର ନେତା ପ୍ରତିପକ୍ଷ ଦଳର ନେତାଙ୍କୁ ପ୍ରଶଂସା କରିବା ଜାତୀୟ ରାଜନୀତିରେ ବଡ଼ ଚର୍ଚ୍ଚାର ବିଷୟ ପାଲଟିଛି। ନିକଟରେ ଅମିତ ଶାହ ଭୁବନେଶ୍ବର ଗସ୍ତରେ…

ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାରେ ସିଡିଆର ଯାଞ୍ଚ କରୁଛି ପୋଲିସ

ଭୁବନେଶ୍ୱର: ଦୀପାଳି ବାର ଏବଂ ହୋଟେଲରେ ରମାଦେବା କଲେଜର ଛାତ୍ରୀ ଶୁଭଲକ୍ଷ୍ମୀ ସାହୁ ମୃତ୍ୟୁ ଘଟଣା ଏବେ ରହସ୍ୟ ଘେରରେ ରହିଛି। ଆତ୍ମହତ୍ୟା କି ହତ୍ୟା ସେ ନେଇ ତନାଘନା ଚାଲିଥିବା ବେଳେ ଭୁବନେଶ୍ବର ଡିସିପି ପ୍ରତିକ୍ରିୟା ରଖିଛନ୍ତି। ପୋଲିସ ମାମଲାର ତଦନ୍ତ କରୁଥିବାରୁ ଏବେ ସଂପୃକ୍ତ ବାରକୁ…

ମହାନଦୀରେ ଗାଧୋଇବା ବେଳେ ବୁଡି ଯାଇ ଦୁଇ ଛାତ୍ର ନିଖୋଜ

କଟକ: କଟକ ଉପକଣ୍ଠ ନରାଜ ବ୍ୟାରେଜ ନିକଟ ମହାନଦୀରେ ଗାଧୋଉଥିବା ବେଳେ ଗତକାଲି ଅପରାହ୍ନରେ ଦୁଇ ନାବାଳକ ନିଖୋଜ ହୋଇଯାଇଛନ୍ତି। ଦୁହେଁ ଏଠାରେ ଥିବା ଏକ ଘରୋଇ ସ୍କୁଲରେ ପାଠ ପଢ଼ନ୍ତି। ନିଖୋଜ ଦୁଇ ଛାତ୍ର ଉଭୟ ଷ୍ଟଆର୍ଟ ସ୍କୁଲର ଯୁକ୍ତ ଦୁଇ ଛାତ୍ର  ଦେବପ୍ରିୟ ଚୌଧୁରୀ ଓ ଆଦିତ୍ୟ ମଲ୍ଲିକ ବୋଲି…

ଉତ୍ତର-ପୂର୍ବ ରାଜ୍ୟ ସମୂହ ପାଇଁ ସ୍ୱତନ୍ତ୍ର ଦକ୍ଷତା ବିକାଶ ଏବଂ ଉଦ୍ୟମିତା ଯୋଜନାର ଶୁଭାରମ୍ଭ

ନୂଆଦିଲ୍ଲୀ: ଦକ୍ଷତା ବିକାଶ ଓ ଉଦ୍ୟମିତା କ୍ଷେତ୍ରରେ ଉତ୍ତର-ପୂର୍ବ ରାଜ୍ୟ ସମୂହର ଯୁବକ ଯୁବତୀଙ୍କ ଜୀବନଶୈଳୀ ପରିବର୍ତ୍ତନ ଓ ଭବିଷ୍ୟତ ଗଠନ ପାଇଁ ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଏକ ସ୍ୱତନ୍ତ୍ର ଯୋଜନାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ…