ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍ ଜବାବ ଦେବା ପାଇଁ ଆମ ସେନାବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା…