ଓପିଏସସି ଓ ଓଏସଏସସିରେ ନୂଆ ସଦସ୍ୟଙ୍କୁ ନିଯୁକ୍ତ କଲେ ସରକାର
ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ଆଇଏଏସ୍ ଅଧିକାରୀ ଉଦୟ ନାରାୟଣ ଦାସ ଏବଂ ପୁରୀର ଏସ୍ ସିଏସ୍ (ସ୍ୱୟଂଚାଳିତ) କଲେଜର ଅଧ୍ୟକ୍ଷ ମିହିର ପ୍ରସାଦ ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ନିଯୁକ୍ତି ଦେଇଛନ୍ତି।
ଉଦୟ ନାରାୟଣ ବର୍ତ୍ତମାନ ଜନଗଣନା ଅପରେସନ…