‘ଅପରେସନ୍ ସିନ୍ଦୁର’ରେ କୁଖ୍ୟାତ ଆତଙ୍କୀ ଅବଦୁଲ ରୌଫ୍ ନିହତ, କାନ୍ଦାହାର ହାଇଜାକ୍ର ଥିଲା ମାଷ୍ଟରମାଇଣ୍ଡ୍
ନୂଆଦିଲ୍ଲୀ: ‘ଅପରେସନ୍ ସିନ୍ଦୁର’ରେ କୁଖ୍ୟାତ ଆତଙ୍କୀ ଅବଦୁଲ ରୌଫ୍ ଆଜହର ନିହତ। ଭାରତୀୟ ସେନାର ମିସାଇଲ୍ ମାଡ଼ରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କାନ୍ଦାହାର ବିମାନ ଆକ୍ରମଣ ଘଟଣାରେ ଅନ୍ୟତମ ମାଷ୍ଟରମାଇଣ୍ଡ୍ ଥିଲା ଅବଦୁଲ ରୌଫ୍। ଆତଙ୍କବାଦ ବିରୋଧରେ ଭାରତର ଆଭିମୁଖ୍ୟ ଏବେ…