ଜୁନିୟର ବିଶ୍ବ କପ ପୁରୁଷ ହକି ଟ୍ରଫି ପୁରୀରେ ଉନ୍ମୋଚିତ
ପୁରୀ: ଏଫଆଇଏଚ ଜୁନିୟର ପୁରୁଷ ହକି ବିଶ୍ବ କପ ତାମିଲନାଡୁ ଠାରେ ଚଳିତ ମାସ ୨୮ରୁ ଆରମ୍ଭ ହେବ। ଏହା ଡିସେମ୍ବର ୧୦ ତାରିଖରେ ଶେଷ ହେବ। ଏହି ହକିର ଟ୍ରଫିକୁ ଆଜି ଅପରାହ୍ନରେ ସିଂହଦ୍ବାର ନିକଟରେ ସମର୍ପିତ ଓ ଉନ୍ମୋଚିତ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହରା ଏହି…