ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ: ୫ ଗିରଫ,୮,୨୬୦ ହଜାର ଟଙ୍କା ଜବତ
ପାଟପୁର:ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପୋଲିସ ଟିମ୍ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି ୫ ଜଣ ଜିୁଆଡ଼ିଙ୍କୁ ଗିରଫ କରିଛି । ତେବେ ପୂର୍ବରୁ ସୂଚନା ପାଇ ବହୁ ସଂଖ୍ୟକ ଜୁଆଡ଼ି ଫେରାର ହୋଇଯାଇଥିବା ଜଣାପଡ଼ିଛି । ସୂଚନାଥାଉକି,…