ବିଜୁ ବାବୁଙ୍କୁ ସମ୍ମାନ ଜଣାଇଲା ଋଷ; ଦୂତାବାସରେ ସ୍ମାରକୀ ଫଳକ ଉନ୍ମୋଚିତ
ଭୁବନେଶ୍ୱର: ନାଜିବାଦ ବିରୁଦ୍ଧରେ ଋଷ ବିଜୟର ୮୦ ତମ ବାର୍ଷିକୀ ଉତ୍ସବ ପାଳନ କରୁଛି। ଏହି ଅବସରରେ ଓଡ଼ିଆ ବୀର ପୁଅ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ସମ୍ମାନ ଜଣାଇଛି ଋଷ। ତେବେ ବିଜୟ ଉତ୍ସବ ପାଇଁ ମେ ୯ ତାରିଖରେ ମସ୍କୋରେ ବିଶାଳ କାର୍ଯ୍ୟକ୍ରମ ଆୟୋଜନ ହେବ।
ଦ୍ଵିତୀୟ…