Latest Odisha News

BREAKING NEWS

କଟକରୁ ୫୧ଲକ୍ଷ ମୂଲ୍ୟର ହିରୋଇନ୍ ଜବତ;୨ ଗିରଫ

କଟକ: ସିଲଭରସିଟିରୁ ଅଧ କେଜିରୁ ଅଧିକ ହିରୋଇନ୍ ଜବତ କରିଛି ଅବକାରୀ ଫ୍ଲାଇଙ୍ଗ ସ୍ଵାଡ । ଜବତ ନିଶା ଦ୍ରବ୍ୟର ଆନୁମାନିକ ମୂଲ୍ୟ ୫୧ ଲକ୍ଷ ୫୦ ହଜାର ଟଙ୍କା । ଏନେଇ ଅବକାରୀ ବିଭାଗ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ଅବକାରୀ ବିଭାଗ ।…

ସଡ଼କ ଦୁର୍ଘଟଣାରେ ପୀଡ଼ିତଙ୍କୁ ୧.୫ ଲକ୍ଷ ଟଙ୍କା ଯାଏଁ ମିଳିବ ମାଗଣା ଚିକିତ୍ସା  

ନୂଆଦିଲ୍ଲୀ: ସଡ଼କ ଦୁର୍ଘଟଣାରେ ପୀଡ଼ିତଙ୍କୁ ୧.୫ ଲକ୍ଷ ଟଙ୍କା ଯାଏଁ ମିଳିବ ମାଗଣା ଚିକିତ୍ସା। ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ଜାରି ହୋଇଥିବା ବିଜ୍ଞପ୍ତି ରେ ସଡ଼କ ଦୁର୍ଘଟଣା ରେ ପିଡୀତ ବ୍ୟକ୍ତି ବିଶେଷ ଙ୍କ ପାଇଁ ଭାରତ ସରକାର କରିଥିବା ଯୋଜନା ବିଷୟରେ ଦର୍ଶାଯାଇଛି।…

ଗର୍ଜିବ ଭାରତର ଯୁଦ୍ଧ ବିମାନ ; କାଲି ପାକିସ୍ତାନ ସୀମାରେ ହେବ ସମରାଭ୍ୟାସ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢିବାରେ ଲାଗିଛି । ଏହି ଉତ୍ତେଜନାପୂର୍ଣ୍ଣ ସମ୍ପର୍କ ମଧ୍ୟରେ ଭାରତ ଏକ ବଡ଼ ନିଷ୍ପତ୍ତି ନେଇଛି। ଭାରତ ୭ ଏବଂ ୮ ମେ ରେ ପାକିସ୍ତାନ ସୀମା ନିକଟରେ ଏକ ବଡ଼ ସମରାଭ୍ୟାସ କରିବାକୁ ଯାଉଛି। ଏହି ଅଭ୍ୟାସରେ ଭାରତୀୟ ବାୟୁସେନା ରାଜସ୍ଥାନ…

୩ ପର୍ଯ୍ୟାୟରେ ନିର୍ମାଣ ହେବ ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର, ବାର୍ଷିକ ୪୬ ଲକ୍ଷ ଯାତ୍ରୀଙ୍କ ଆଗମନ ଆଶା

ଭୁବନେଶ୍ୱର: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ସୂଚନାନୁଯାୟୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି…

ଏସଡିଆଇପିଆରଓ ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ: ମିଳିବ ଗ୍ରେସ୍‌ ମାର୍କ

ଭୁବନେଶ୍ବର: ଏସଡିଆଇପିଆରଓ (ଓଆଇଏସ-୨) SDIPRO (OIS-II) ନିଯୁକ୍ତି ପରୀକ୍ଷାରେ ତ୍ରୁଟି ପ୍ରସଙ୍ଗ । ସମସ୍ତ ପରୀକ୍ଷାର୍ଥୀଙ୍କୁ ୬ ମାର୍କ ଗ୍ରେସ୍‌ ଦେବାକୁ ଓପିଏସସି (OPSC) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପେପରରେ ୬ ମାର୍କ କମ୍ ଥିଲା । ୧୦୦…

ଜୁନରୁ ଦୈନିକ ଭୁବନେଶ୍ୱରରୁ ବିଶାଖାପାଟଣା ଉଡ଼ିବ ବିମାନ

ଭୁବନେଶ୍ୱର: ଜୁନରୁ ଦୈନିକ ଭୁବନେଶ୍ୱରରୁ ବିଶାଖାପାଟଣା ଉଡ଼ିବ ବିମାନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ଦିନ ବିଲଡିଂ ଆଣ୍ଡ ମ୍ୟାନେଜମେଣ୍ଟ ଅଫ୍ ଆଭିଏସନ୍ ଆସେଟ୍ସ ଆଣ୍ଡ ନେଟୱାର୍କ (B-MAAN) ଯୋଜନା ଅଧୀନରେ ଏହି ଦୈନିକ ବିମାନ ଉଡାଣ ନେଇ ସୂଚନା ଦେଇଛନ୍ତି। ସେ ସରକାରୀ ଏକ୍ସ…

ଆମେରିକା ସଂସଦର ବାଚସ୍ପତିଙ୍କ ପହଲଗାମ ଆକ୍ରମଣକୁ ନିନ୍ଦା ; କହିଲେ- ଆତଙ୍କବାଦ ବିରୋଧରେ ଆମେ ଭାରତ ସହ ଅଛୁ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିରନ୍ତର ନିନ୍ଦା କରାଯାଉଛି। ଏବେ ଆମେରିକା ସଂସଦର ବାଚସ୍ପତି ମାଇକ୍ ଜନସନ୍ ମଧ୍ୟ ପହଲଗାମ ଆକ୍ରମଣକୁ ଭୁଲ ବୋଲି କହିଛନ୍ତି। ସେ କହିଛନ୍ତି ଯେ, ଆତଙ୍କବାଦ ବିରୋଧରେ ଲଢ଼େଇରେ ଆମେରିକା ଭାରତକୁ ପୂର୍ଣ୍ଣ ସମର୍ଥନ କରିବ। ସେ ଭାରତକୁ ଅନେକ…

ମଦର୍ସ ଡେ ପାଇଁ ସେଲଫି ପ୍ରତିଯୋଗିତା; ମେ ୧୦ ଯାଏଁ ପଠାଇପାରିବେ ମା’ଙ୍କ ସହ ସେଲଫି

ଭୁବନେଶ୍ୱର: ଆସନ୍ତା ମେ ୧୧ ତାରିଖରେ ସାରା ବିଶ୍ଵରେ ମଦର୍ସ ଡେ ୨୦୨୫ ପାଳିତ ହେବାକୁ ଯାଉଛି। ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମେ ୬ ରୁ ୧୦ ପର୍ଯ୍ୟନ୍ତ ଏକ ସେଲଫି ପ୍ରତିଯୋଗିତା 'ମଦର୍ସ ଡେ ସେଲଫି କଣ୍ଟେଷ୍ଟ' ନାମକ ଏକ ଅଭିନବ ପ୍ରୟାସର…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ‘ହିନ୍ଦୁ ବିରୋଧୀ’ କାହିଁକି କହିଲେ ବିଜେପି ସାଂସଦ

ଭୁବନେଶ୍ୱର: ମୁର୍ଶିଦାବାଦ ହିଂସାକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ 'ହିନ୍ଦୁ ବିରୋଧୀ' କହିବା ସହ ତାଙ୍କ ଉପରେ ବର୍ଷିଛନ୍ତି ଓଡ଼ିଶାର ବିଜେପି ସାଂସଦ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ। ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀରୁ…

ସରକାରୀ ହସ୍ପିଟାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ୧୫ ଦିନ ମଧ୍ୟରେ ଯାଞ୍ଚ ପାଇଁ ନିର୍ଦ୍ଦେଶ

ଭୁବନେଶ୍ଵର: ସରକାରୀ ହସ୍ପିଟାଲମାନଙ୍କରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଦୃଢ଼ୀଭୂତ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ଵ ଆରୋପ କରିଛନ୍ତି। ଆସନ୍ତା ୧୫ ଦିନ ମଧ୍ୟରେ କ୍ଷେତ୍ର ସ୍ତରୀୟ ଯାଞ୍ଚ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷତଃ ହସ୍ପିଟାଲମାନଙ୍କରେ ଥିବା ଅସ୍ତ୍ରୋପଚାର କକ୍ଷ,…