ଜନତା ମଇଦାନରୁ କଂଗ୍ରେସକୁ ଟାର୍ଗେଟ କଲେ ମୋଦି; କହିଲେ, ବିକାଶମୂଳକ ଯୋଜନାକୁ ଅଟକେଇବା….
ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଓ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଗସ୍ତରେ ଆସି ରାଜ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ ଭେଟି ଦେଇଛନ୍ତି । ୧୯ ହଜାର କୋଟିର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୋଦି । ଏହି…