Newborn Baby: ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର
ବ୍ରହ୍ମପୁର: ପୁଣି ଅଲୋଡା ହେଲା ଶିଶୁ କନ୍ୟା। ଗଞ୍ଜାମ ଦିଗପହଣ୍ଡି ଥାନା ଭୀଷ୍ମଗିରୀ ପୋଖରୀରେ ଭାସୁଛି ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର। ବିଳମ୍ବିତ ରାତିରେ ନବଜାତ ଶିଶୁ କନ୍ୟାକୁ ଫିଙ୍ଗି ଦେଇଥିବା ସନ୍ଦେହ। ନବଜାତକୁ ଦେଖି ପୋଲିସକୁ ଖବର ଦେଲେ ସ୍ଥାନୀୟ ଲୋକେ।
ପୋଲିସ ଖବର ପାଇ…