ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ୍ ଆଡଭାଇଜରି, ହେଭି ସିକ୍ୟୁରିଟି ଭିତରେ ରହିବେ ମୋଦି
ଭୁବନେଶ୍ୱର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ଆସୁଛନ୍ତି। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଜାରି ହୋଇଛି। ମୋଦିଙ୍କ ରୋଡ୍ ସୋ’ ରୁଟ୍ ଓ ଜନତା ମଇଦାନ ସମାରୋହ ସ୍ଥଳରେ ପ୍ରାୟ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ଜଗିବେ। ଆଜି ପ୍ରଧାନମନ୍ତ୍ରୀଙ୍କ କାରକେଡ୍…