ୟୁସୁଫ ପଠାନଙ୍କ ଚିଠିକୁ ନେଇ ବର୍ଷିଲେ ଆଇନ ମନ୍ତ୍ରୀ
ଭୁବନେଶ୍ୱର: ତୃଣମୂଳ କଂଗ୍ରେସ ସାଂସଦ ୟୁସୁଫ ପଠାନ ପଶ୍ଚିମବଙ୍ଗରୁ ଆସିଥିବା ଶ୍ରମିକଙ୍କ ପ୍ରତି ରାଜ୍ୟ ସରକାର ଦୁର୍ବ୍ୟବହାର କରୁଥିବା ନେଇ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଚିଠି ଲେଖି ନିଜର ଚିନ୍ତା ବ୍ୟକ୍ତ କରିଥିଲେ।
ଅମିତ ଶାହଙ୍କୁ ଲେଖାଯାଇଥିବା ଚିଠିରେ ନିଜର ପ୍ରତିକ୍ରିୟା…