ମହିଳା ହକି ସିରିଜ: ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଖେଳିବ ୫ ମ୍ୟାଚ୍
ନୂଆଦିଲ୍ଲୀ: ଭାରତୀୟ ମହିଳା ହକି ଦଳ ୨୬ ଏପ୍ରିଲରୁ ୪ ମଇ ୨୦୨୫ ପର୍ଯ୍ୟନ୍ତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆର ଗସ୍ତ କରିବ । ଭାରତୀୟ ଦଳ ଅଷ୍ଟ୍ରେଲିଆର ଦୁଇଟି ମହିଳା ଦଳ ବିପକ୍ଷରେ ପାଞ୍ଚଟି ମ୍ୟାଚ ଖେଳିବ । ଭାରତ ଅଷ୍ଟ୍ରେଲିଆ -ଏ ବିପକ୍ଷରେ ଦୁଇଟି ମ୍ୟାଚ୍ ସହିତ ସିରିଜ…