ତାମିଲନାଡୁ ଗ୍ୟାସ ଲିକ୍ ଘଟଣା, ଓଡ଼ିଶାର ଆଉ ଜଣେ ମହିଳାଙ୍କ ମୃତ୍ୟୁ…
ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁର ଜିଲ୍ଲାରେ ଥିବା ଏକ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ ଏବଂ ରପ୍ତାନି ପ୍ଲାଣ୍ଟରେ ଆମୋନିଆ ଗ୍ୟାସ ଲିକ୍ ହେବା ଘଟଣାରେ ଆଉ ଜଣେ ଓଡ଼ିଶାର ମହିଳାଙ୍କ ମୃତ୍ୟୁ ହୋଇଛି।
ସୂଚନା ଅନୁଯାୟୀ, ମୃତକ ଜଣକ ବାଂଶପାଳ ବ୍ଲକ ରାଇଡିହା ଗ୍ରାମର ବୋଲି ଚିହ୍ନଟ…