ବିହାର ବିଜୟ ମୋଦିଙ୍କ ନେତୃତ୍ୱକୁ ବଡ଼ ସ୍ୱୀକୃତି ଦେଇଛି: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ବର: ବିହାର ବିଧାନସଭା ନିର୍ବାଚନର ବିନ୍ଧାଣି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିହାରରେ ଏନ୍ଡିଏ ଚମତ୍କାର ପ୍ରଦର୍ଶନ ପରେ ସେ ଓଡ଼ିଶା ଆସୁଥିବା ହେତୁ ତାଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ଭବ୍ୟ ସ୍ବାଗତ…